Monday, July 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହୁଲି ଜବତ; ଦୁଇ ଗିରଫ

by ସଞ୍ଜୟ ସ୍ୱାଇଁ
March 7, 2021
in Crime, State
ମହୁଲି ଜବତ; ଦୁଇ ଗିରଫ
82
VIEWS
Share on FacebookShare on Twitter

ଭଦ୍ରକ,(ବାଘୁଆବାର୍ତ୍ତା): ମଦ ନେଇ ଫେରୁଥିବା ବେଳେ ଚେକିଂରେ ପଡି ବନ୍ଧା ହେଲେ ମହୁଲି ବ୍ୟବସାୟୀ । ସୂଚନାନୁସାରେ, ଭଦ୍ରକ ଅବକାରୀ ବିଭାଗ ତରଫରୁ ଆଜି ଭଦ୍ରକ ଗ୍ରାମଞ୍ଚଳ ଥାନା ରମ୍ଭିଳା କେନାଲ ଛକ ନିକଟରେ ଚେକିଂ କରୁଥିବା ବେଳେ ଦ୍ରୁତ ଗତିରେ ସୁଇପ୍ଟ କାର ମାଡିଆସୁଥିବା ଗାଡିକୁ ଅଟକାଇଥିଲେ । ତେବେ କାର ନରଖିବାରୁ ଗାଡ଼ିକୁ ପିଛା କରି ଧରିବାରେ ସକ୍ଷମ ହୋଇଥିଲା ଭଦ୍ରକ ଅବକାରୀ ବିଭାଗ । ତେବେ କାରରେ ୪୦୦ଲିଟର ମହୁଲି ମଦ ଥିବା ଜାଣି ଅବକାରୀ ନିରୀକ୍ଷକ ଜବତ କରିବା ସହିତ କାରରେ ଥିବା ଦୁଇଜଣ ବ୍ୟକ୍ତିଙ୍କୁ ଗିରଫ୍ କରିଥିବା ଜଣାପଡିଛି । ତେବେ ଜବତ ହୋଇଥିବା ମହୁଲି ଆନୁମାନିକ ମୂଲ୍ୟ ୨ଲକ୍ଷ ଟଙ୍କାରୁ ଉର୍ଦ୍ଧ ହେବ ବୋଲି ଅବକାରୀ ନିରୀକ୍ଷକ ଧନେଶ୍ୱର ବରାଡ଼ ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!