Monday, November 17, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରେଳ ଓ୍ବାଗନରୁ ବୋମା ଜବତ ଘଟଣା, ଦୁଇ କର୍ମଚାରୀ ନିଲମ୍ବିତ

by ସଞ୍ଜୟ ସ୍ୱାଇଁ
February 4, 2025
in State
ରେଳ ଓ୍ବାଗନରୁ ବୋମା ଜବତ ଘଟଣା, ଦୁଇ କର୍ମଚାରୀ ନିଲମ୍ବିତ
53
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): କଣ୍ଟାବାଞ୍ଜି ଷ୍ଟେସନରେ ଏକ ମାଲଗାଡ଼ି ଓ୍ବାଗନରୁ ବୋମା ଜବତ ଘଟଣାରେ କାର୍ଯ୍ୟାନୁଷ୍ଠାନ । ନିଲମ୍ବିତ ହେଲେ ଦୁଇ କର୍ମଚାରୀ । କାର୍ଯ୍ୟରେ ଅବହେଳା ପାଇଁ ସେମାନଙ୍କୁ ସସପେଣ୍ଡ କରାଯାଇଛି । କେନ୍ଦ୍ର ଗୃହ ମନ୍ତ୍ରାଳୟ ପୂରା ଘଟଣାର ତଦନ୍ତ କରୁଛି । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଷ୍ଟେସନରେ ଯାଞ୍ଚ ବେଳେ ଗୋଟିଏ ମାଲଗାଡ଼ିର ୱାଗନରୁ ୧୨ଟି ଜୀବନ୍ତ ବୋମା ଜବତ ହୋଇଥିଲା । ୧୫୫ ଏମ୍‌ଏମ ବିଶିଷ୍ଟ ଏହି ବୋମା ବୋଫର୍ସ ତୋପରେ ବ୍ୟବହାର ହୁଏ ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ ଫୁଲଗାଓରୁ କିଛି ବୋମା ବଡ଼ମାଲ ଗୋଲାବାରୁଦ କାରଖାନାକୁ ଆସିଥିଲା । ଗୋଟିଏ ୟୁନିଟ୍ ବୋମା ରେଳ ୱାଗନରେ ରହି ଯାଇଥିଲା । ବଡ଼ମାଲ ଗୋଳାବାରୁଦ କାରଖାନାର ଅଧିକାରୀଙ୍କ ସହିତ ଆଲୋଚନା ପରେ ରେଳ କର୍ତ୍ତୃପକ୍ଷ ସେହି ବୋମାକୁ ବଡ଼ମାଲ ଅର୍ଡିନାନସ ଫ୍ୟାକଟ୍ରିର କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରିଥିଲେ ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!