Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ୟୂଜି ଓ ପିଜି ଛାତ୍ରଛାତ୍ରିଙ୍କ ପାଇଁ ଆସିଲା ଖୁସି ଖବର

by ସଞ୍ଜୟ ସ୍ୱାଇଁ
October 27, 2021
in Education, State
India Expresses Disappointment Over China’s Reluctance To Permit Stranded Students’ Return
26
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ୟୁଜି ଓ ପିଜି ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ନଭେମ୍ବର ୧ରୁ ୟୁଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍ ଆରମ୍ଭ ହେବାକୁ ଥିବା ବେଳେ ପିଜି ଛାତ୍ରଛାତ୍ରୀଙ୍କ ପାଇଁ ନଭେମ୍ବର ୧୫ତାରିଖରୁ କ୍ଲାସ୍ ଆରମ୍ଭ ହେବ ବୋଲି ସୂଚନା ମିଳିଛି । ଏଣିକି ନଭେମ୍ବର ମାସରୁ ୟୁଜି ପିଜି ଛାତ୍ରଛାତ୍ରୀଙ୍କ ପାଠପଢା ଆରମ୍ଭ ହେବ । ଏନେଇ ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ଓ କଲେଜର ଅଧ୍ୟକ୍ଷମାନଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ଉଚ୍ଚଶିକ୍ଷା ବିଭାଗର ସଚିବ ସାଶ୍ୱତ ମିଶ୍ର । କଲେଜ କ୍ଲାସ ସହ ହଷ୍ଟେଲ ମଧ୍ୟ ଖୋଲିବ। ନୂଆ ଆଡ଼ମିଶନ କରିଥିବା ଛାତ୍ରଛାତ୍ରୀ କ୍ଲାସ କରିବା ପାଇଁ ଆସିପାରିବେ। କରୋନାର ଗାଇଡ଼ଲାଇନ୍ ସହ ପାଠପଢ଼ା ଆରମ୍ଭ କରିବାକୁ କୁହାଯାଇଛି। କଲେଜକୁ ଆସୁଥିବା ଛାତ୍ରଛାତ୍ରୀ ମାସ୍କ ପିନ୍ଧିବେ, ବାରମ୍ବାର ହାତ ଧୋଇବା ସହ ସାନିଟାଇଜ୍ କରିବାକୁ କୁହାଯାଇଛି। କ୍ଲାସରୁମ୍, ଲାଇବ୍ରେରୀ ଓ ଲାବ୍ରଟୋରୀରେ ସାମାଜିକ ଦୂରତା ରକ୍ଷା କରିବା। କାଶ, ଛିଙ୍କ ହେଲେ ମୁହଁ ଏବଂ ନାକକୁ ରୁମାଲ ଦ୍ୱାରା ଘୋଡ଼ାଇବା ଦରକାର। ଆବଶ୍ୟକତା ପାଇଁ ଆଇସୋଲେସନ ରୁମ୍ ପ୍ରସ୍ତୁତ ରଖିବା ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!