Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ୟୁଜି/ପିଜି ପରୀକ୍ଷା ନେଇ ଆସନ୍ତା ୧୨ରେ ହେବ ବୈଠକ

by ସଞ୍ଜୟ ସ୍ୱାଇଁ
June 8, 2021
in Education, State
ୟୁଜି/ପିଜି ପରୀକ୍ଷା ନେଇ ଆସନ୍ତା ୧୨ରେ ହେବ ବୈଠକ
245
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କରୋନା କାଳରେ ଶିକ୍ଷା ବିଭାଗ ଉପରେ ଅଧିକ ପ୍ରଭାବ ପଡିଛି । ଏହାରି ମଧ୍ୟରେ ୟୁଜି/ପିଜି ପାଠପଢା ଓ ପରୀକ୍ଷା ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘ଆସନ୍ତା ୧୨ରେ ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ ବୈଠକ ହେବ । ଲକ-ଡାଉନ ବେଳେ ପାଠପଢ଼ା ସମ୍ପର୍କରେ ଅନୁଧ୍ୟାନ କରାଯିବ । ୟୁଜି/ପିଜି ପରୀକ୍ଷା ନେଇ କୁଳପତିମାନଙ୍କ ମତାମତ ନିଆଯିବ ।’ କୁଳପତିମାନଙ୍କ ସହ ବୈଠକ ପରେ ସବୁ କଲେଜ ଅଧ୍ୟକ୍ଷଙ୍କ ସହ ବୈଠକ ହେବ । ପରୀକ୍ଷା ନେଇ ବୈଠକରେ ସେମାନଙ୍କ ମତ ବି ନିଆଯିବ । ଏହାପରେ ବିଭାଗ ପରୀକ୍ଷା ନେଇ ନିଷ୍ପତ୍ତି ନିଆଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!