Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ୟୁନିଟେକ୍ ମହାବିଦ୍ୟାଳୟରେ ବିଶ୍ୱ ଏଡସ୍ ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
December 3, 2019
in Education, Health, State, WORLD
ୟୁନିଟେକ୍ ମହାବିଦ୍ୟାଳୟରେ ବିଶ୍ୱ ଏଡସ୍ ଦିବସ ପାଳିତ
26
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା) : ନୟାଗଡ଼ ସହରରେ ଅବସ୍ଥିତ ୟୁନିଟେକ ମହାବିଦ୍ୟାଳୟରେ ବିଶ୍ୱ ଏଡସ୍ ସଚେତନତା ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଅଧ୍ୟାପକ ଆଦିତ୍ୟ କୁମାର ମିଶ୍ର , ମହାବିଦ୍ୟାଳୟ ଅଧ୍ୟାପକ ସତ୍ୟା ନାରୟଣ ମିଶ୍ର, ଆଲୋକ କୁମାର ମହାପାତ୍ର ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କ ଏଚଆଇଭି ସଂକ୍ରମଣ ଓ ଏହାର ସଚେତନତା ଉପରେ ଆଲୋକପାତ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!