Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

by ସଞ୍ଜୟ ସ୍ୱାଇଁ
April 14, 2026
in Nayagarh
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର
79
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଦୌରା ଜଜ୍ ତଥା ଆଇନ୍ ସେବା ପ୍ରାଧିକରଣ ଅଧକ୍ଷା ଅଜନ୍ତା ଶଡଙ୍ଗୀଙ୍କ ନିର୍ଦ୍ଦେଶରେ ସଚିବ ଅଞ୍ଜଳି ମଛଖଣ୍ଡଙ୍କ ତତ୍ତ୍ଵାବଧାନରେ ୟୁନିଟେକ୍ କଲେଜ ପରିସରରେ ଥିବା ସମ୍ମିଳନୀ କକ୍ଷରେ ଶତାଧିକ ଛାତ୍ରଛାତ୍ରି ମାନଙ୍କୁ ନେଇ ପୋସ୍କୋ ଆକ୍ଟ ଉପରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସଚିବ ଅଞ୍ଜଳି ମଛଖଣ୍ଡ ଏହାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିବା ବେଳେ କର୍ମଚାରୀ ପବନ କୁମାର ବେହେରା ଅତିଥି ପରିଚୟ ପ୍ରଦାନ କରିଥିଲେ । ସଚିବ ଅଞ୍ଜଳି ମଛଖଣ୍ଡ ନିଜ ବକ୍ତବ୍ୟରେ ପୋସ୍କୋ ଆକ୍ଟ କଣ ? ଏହା ପ୍ରଣୟନ କରିବାର ଲକ୍ଷ୍ୟ ଏଵଂ ଉଦ୍ଦେଶ୍ୟ ସମ୍ଵନ୍ଧରେ ଆଲୋଚନା କରିଥିଲେ । ସୁପ୍ରିମକୋର୍ଟ ର ଗାଇଡ ଲାଇନ ଅନୁଯାଇ ନାରୀ ସୁରକ୍ଷା ଉପରେ ପୁଙ୍ଖlନୁପୁଙ୍ଖ ଭାବରେ ବୁଝାଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ଓକିଲ ଦଣ୍ଡପାଣି ସ୍ବାଇଁ, ଉପ – ଅଧକ୍ଷ କେ. ଦଣ୍ଡପାଣି ପାତ୍ର, ଅଧ୍ୟାପିକା ସ୍ମିତାରାଣୀ କର, କାଉନସିଲର, କ୍ଷଣପ୍ରଭା କର ପ୍ରମୁଖ ନିଜନିଜର ବକ୍ତବ୍ୟ ରଖିଥିଲେ । ଏହି କାର୍ଯକ୍ରମକୁ ସଫଳ କରିବାରେ ସମ୍ପୂର୍ଣ ସହଯୋଗ କରିଥିଲେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧିକାର ମିତ୍ର, ଆଇନ ସେବା ପ୍ରାଧିକରଣ ର କର୍ମଚାରୀ ଏଵଂ ୟୁନିଟେକ୍ କଲେଜ ର ସୁରେଶ ଚନ୍ଦ୍ର ଡାକୁଆ, ପ୍ରଫୁଲ୍ଲ କୁମାର ନିଶଙ୍କ, ପ୍ରସାନ୍ତ କୁମାର ମହାପାତ୍ର, ସୁଧାଂଶୁ ଶେଖର ପଟ୍ଟନାୟକ ଏଵଂ ନବୀନ ରଞ୍ଜନ ସାହୁ ପ୍ରମୁଖ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!