Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦେଶରେ ୩କୋଟି ପୁରୁଷ ଅବିବାହିତ !

by ସଞ୍ଜୟ ସ୍ୱାଇଁ
May 18, 2021
in Feature News, WORLD
ଦେଶରେ ୩କୋଟି ପୁରୁଷ ଅବିବାହିତ !
175
VIEWS
Share on FacebookShare on Twitter

ବେଚିଂ, (ବାଘୁଆବାର୍ତ୍ତା): ବିଶ୍ୱର ସର୍ବୋଚ୍ଚ ଜନବହୂଳ ରାଷ୍ଟ୍ର ଚୀନ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି । ଚୀନର ଜନଗଣନା ଅନୁସାରେ ୩କୋଟି ପୁରୁଷ ଅବିବାହିତ ରହିଛନ୍ତି । ପ୍ରତି ବର୍ଷ ଝିଅଙ୍କ ସଂଖ୍ୟା ତୁଳନାରେ ପୁଅଙ୍କ ସଂଖ୍ୟା ବଢିବା ଯୋଗୁଁ ଏହି ସମସ୍ୟା ସୃଷ୍ଟି ହୋଇଛି । ଗତ ବର୍ଷ ୧.୨କୋଟି ଶିଶୁ ଜନ୍ମ ଗ୍ରହଣ କରିଥିଲେ । ସେମାନଙ୍କ ମଧ୍ୟରୁ ୧୦୦ କନ୍ୟା ସନ୍ତାନ ତୁଳନାରେ ପୁଅଙ୍କ ସଂଖ୍ୟା ଥିଲା ୧୧୧.୩ । ବିବାହ ଯୋଗ୍ୟ ପୁରୁଷଙ୍କ ପାଇଁ କନ୍ୟା ଖୋଜିବା ଏବେ ସେଠାରେ ବଡ଼ ସମସ୍ୟା ଭାବେ ଉଭା ହୋଇଛି । ଚୀନ ଦେଶରେ ଝିଅ ସଂଖ୍ୟା କମ୍ ଥିବାରୁ ଅନେକ ଯୁବକ ଅବିବାହିତ ଜୀବନ କାଟିବାକୁ ପସନ୍ଦ କରୁଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!