Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଓଡିଶା ଦିବସ ଓ ଉତ୍କଳ ଜନନୀ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
April 2, 2025
in Nayagarh, State
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଓଡିଶା ଦିବସ ଓ ଉତ୍କଳ ଜନନୀ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ
62
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ହାଉସିଂବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ଓଡିଶା ଦିବସ ସହିତ ଉତ୍କଳ ଜନନୀ ପୂଜନ କାର୍ଯ୍ୟକ୍ରମ ବିଦ୍ଯାଳୟ ସଂପାଦକ ଶ୍ରୀଧର ସାହୁଙ୍କ ସଂଯୋଜନାରେ ମହାସମାରୋହରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ବ୍ଳକ୍ ଚେୟାରମ୍ୟାନ କିଶୋର ଚନ୍ଦ୍ର ସାହୁ ଯୋଗଦେଇ ସର୍ବପ୍ରଥମେ ବିଦ୍ଯାଳୟ ପରିସରରେ ସ୍ଥାପିତ ମହାପୁରୁଷ ମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

ଉପସ୍ଥିତ ସମସ୍ତ ଛାତ୍ରଛାତ୍ରୀ ଓ ଗୁରୁଜୀ ଗୁରୁମା ମାନଙ୍କୁ ଓଡ଼ିଶା ଦିବସର ତାପ୍ତର୍ଜ୍ୟ ସହିତ ଓଡିଶାର ବରପୁତ୍ର ମାନଙ୍କ ସ୍ମ୍ରୁତି ଚାରଣ କରିଥିଲେ। ଏହାପରେ ଉତ୍କଳ ଜନନୀଙ୍କ ପୂଜନ ସହିତ ଯଜ୍ଞ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପ୍ରଦୀପ୍ତ କୁମାର ହୋତା ଓ ଅର୍ଚ୍ଚନା ରଥ ଯଜ୍ଞ ରେ ପୁରୋଧା ଭାବରେ ଆସନ ଗ୍ରହଣ କରି ଯଜ୍ଞ କାର୍ଯ୍ୟ ସମ୍ପନ୍ନ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ସମସ୍ତ ଗୁରୁଜୀ ଗୁରୁମା ପୂର୍ଣ୍ଣ ସହଯୋଗ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!