Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
March 9, 2021
in Breaking, NATIONAL NEWS, Politics
ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ
568
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତ ଆଜି ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିଲେ । ତେବେ ମୁଖ୍ୟମନ୍ତ୍ରୀ ସିଂ ରାୱତ ଆଜି ରାଜ୍ୟପାଳ ବେବି ରାଣୀ ମୌର୍ଯ୍ୟାଙ୍କୁ ଭେଟି ଇସ୍ତଫା ପତ୍ର ପଦାନ କରିଥିବା ଜଣାପଡିଛି । ସୂଚନାନୁସାରେ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତ ଗତକାଲି ଦିଲ୍ଲୀ ଗସ୍ତକରି ବିଜେପିର ଶୀର୍ଷ ନେତାଙ୍କୁ ଭେଟିଥିଲେ । ତେବେ ଆସନ୍ତାବର୍ଷ ଉତ୍ତରାଖଣ୍ଡରେ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଉତ୍ତରାଖଣ୍ଡର କେତେକ ବିଧାୟକ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକଳାପ ଉପରେ ଅସନ୍ତୁଷ୍ଟ ଥିଲେ । ତେଣୁ ନିର୍ବାଚନ ପୂର୍ବରୁ ଶାସକ ବିଜେପି ଦଳରେ ବଡ଼ ଧରଣର ପରିବର୍ତ୍ତନ କରାଯିବ । ତେଣୁ ଏହାକୁ ଦୃଷ୍ଟିରେ ରଖି ଯଦି ମୁଖ୍ୟମନ୍ତ୍ରୀ ସିଂ ରାୱତ ଇସ୍ତପା ନଦେବେ ତାହା ହେଲେ ବିଜେପି ବିଧାନସଭା ନିର୍ବାଚନରେ ପରାଜୟ ବରଣ କରିବାର ଆଶଙ୍କା କରିଥିଲେ ଦଳୀୟ ନେତା । ପୂର୍ବରୁ ଏନେଇ ଅସନ୍ତୁଷ୍ଟ ବିଧାୟକମାନେ ଦିଲ୍ଲୀ ଯାଇ ବିଜେପି ଶୀର୍ଷକ ନେତାଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକଳାପକୁ ନେଇ ଅଭିଯୋଗ କରିଥିଲେ । ଯାହାଫଳରେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ସିଂ ରାୱତ ମହାମହିମ ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ପତ୍ର ପ୍ରଦାନ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!