Thursday, March 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉତ୍ତରାଖଣ୍ଡରେ ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥ

by ସଞ୍ଜୟ ସ୍ୱାଇଁ
March 10, 2021
in Breaking, NATIONAL NEWS, Politics
ଉତ୍ତରାଖଣ୍ଡରେ ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥ
261
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ବିଜେପି ବିଧାୟକ ଓ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ଯୋଗୁଁ ଗତକାଲି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ସିଂ ରାୱତ ଇସ୍ତାଫ ଦେଇଥିବା ବେଳେ ଆଜି ନୂତନ ମୁଖ୍ୟମନ୍ତ୍ରୀ ଭାବେ ତୀରଥ ସିଂ ରାୱତ ଶପଥ ଗ୍ରହଣ କରିଛନ୍ତି । ତୀରଥ ସିଂ ରାୱତ ପୂର୍ବରୁ ଉତ୍ତରାଖଣ୍ଡ ସରକାରରେ ଶିକ୍ଷାମନ୍ତ୍ରୀ ଭାବେ କାର୍ଯ୍ୟ ତୁଲାଇଥିଲେ । ତେବେ ଦେବେନ୍ଦ୍ର ସିଂ ରାୱତ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଭାରତୀୟ ଜନତା ପାର୍ଟି ଦିଲ୍ଲୀ ନେତାଙ୍କ ବୁଝାବଣାରେ ତୀରଥ ସିଂ ରାୱତଙ୍କୁ ଉତ୍ତରାଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯାଇଛି । ତେବେ ନୂତନ ମୁଖ୍ୟମନ୍ତ୍ରୀ ଶ୍ରୀ ରାୱତ ଆଜି ଶପଥ ଗ୍ରହଣ କରି କାର୍ଯ୍ୟରେ ଯୋଗ ଦେଇଛନ୍ତି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!