Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦେଶରେ କରୋନା ଟିକାକରଣରେ ଓଡିଶା ଆଗରେ

by ସଞ୍ଜୟ ସ୍ୱାଇଁ
November 16, 2021
in Health, State
ଦେଶରେ କରୋନା ଟିକାକରଣରେ ଓଡିଶା ଆଗରେ
41
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କରୋନା ଟିକା କରଣରେ ସାରା ଦେଶରେ ଓଡିଶା ଆଗରେ । ରାଜ୍ୟରେ ଟିକାକରଣର ୱେଷ୍ଟଜ ହାର କମିଛି । ଏପର୍ୟ୍ୟନ୍ତ ୪.୦୩ କୋଟି ଲୋକଙ୍କୁ ଦିଆଯାଇଛି ଟିକା । ଅନ୍ୟପଟେ ୨ କୋଟି ୬୮ଲକ୍ଷ ୪ ହଜାର ଲୋକଙ୍କୁ ପ୍ରଥମ ଡୋଜ୍ ଟିକା ଦିଆ ସରିଛି ।୧ କୋଟି ୩୪ ଲକ୍ଷ ୯୬ ହଜାର ଲୋକ ଦ୍ୱିତୀୟ ଡୋଜ ଟିକା ନେଇଛନ୍ତି । ଟିକାକରଣରେ ଜାତୀୟ ହାର ଅପେକ୍ଷା ରାଜ୍ୟ ହାର ଅଧିକ ରହଛି । ରାଜ୍ୟ ଟିକାକରଣକୁ ନେଇ ମୁଖ୍ୟ ଶାସନ ସଚ୍ଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରୁ ଏହି ସୂଚନା ମିଳିଛି । ପ୍ରଥମ ଡୋଜ ଟିକାକରଣରେ ଜାତୀୟ ହାର ୭୯.୮ ପ୍ରତିଶତ ରହିଥିବା ବେଳେ ଓଡିଶାର ପ୍ରଥମ ଡୋଜ୍ ଟିକାକରଣ ହାର ୮୨.୪ ପ୍ରତିଶତ ରହିଛିା ସେହିପରି ଦ୍ୱିତୀୟ ଡୋଜ ଟିକାକରଣ ହାର ୩୮.୪ ପ୍ରତିଶତ ଥିବା ବେଳେ ଓଡିଶାରେ ୪୧.୪ ପ୍ରତିଶତ ଲୋକଙ୍କୁ ଦିଆଯାଇଛି ଦ୍ୱିତୀୟ ଡୋଜ । ନଭେମ୍ବର ଶେଷ ସୁଦ୍ଧା ୯୦ ପ୍ରତିଶତ ଲୋକଙ୍କୁ ପ୍ରଥମ ଡୋଜ ଟିକାକରଣ ଲକ୍ଷ ରଖାଯାଇଛି । ମୁଖ୍ୟ ଶାସନ ସଚ୍ଚିବଙ୍କ ଅଧ୍ୟକ୍ଷତାରେ କୋଭିଡ ଟିକାକରଣକୁ ନେଇ ବସିଥିବା ବୈଠକରୁ ଏହି ସୂଚନା ମିଳିଛି । ଅନ୍ୟପଟେ ୨୦ ଲକ୍ଷ କରୋନା ଡୋଜ୍ ଅପଚୟକୁ ରୋକାଯାଇ ପାରିଛି । ଟିକାର ଅପଚୟ ରାଜ୍ୟରେ ବହୁତ କମ୍ ହୋଇଥିବାରୁ ଏହାକୁ ପ୍ରଂଶସା କରିଛନ୍ତି ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଲିନୀ ପଣ୍ଡିତ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!