Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟିକା ନେଇ ୨୩ ମୃତ

by ସଞ୍ଜୟ ସ୍ୱାଇଁ
January 16, 2021
in NATIONAL NEWS
ଟିକା ନେଇ ୨୩ ମୃତ
905
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ବିଶ୍ୱରେ ଟିକାକରଣ ଚାଲିଥିବା ବେଳେ ନରୱେରେ ୨୩ଜଣଙ୍କର ମୃତ୍ୟୁ ହୋଇଛି । ଅନେକ ଅସୁସ୍ଥ ହୋଇ ପଡ଼ିଛନ୍ତି । ଯେଉଁମାନେ ଫାଇଜର୍ ଟିକା ନେଇଛନ୍ତି ସେମାନଙ୍କ ମଧ୍ୟରୁ ଆତଙ୍କ ଖେଳିଯାଇଛି । ଆମେରିକା ଦ୍ୱାରା ପ୍ରସ୍ତୁତ ଫାଇଜର ବାୟୋନଟ୍ ଟେକ୍ ଏବଂ ମଡେର୍ଣ୍ଣା ନେଇଛନ୍ତି । ଏହି ଟିକା ଏମ୍ଆର୍ଏନ୍ଏ ଟିକା ଅଟେ । ମୃତ ୨୩ଜଣଙ୍କ ମଧ୍ୟରୁ ୧୩ଜଣଙ୍କର ମୃତ୍ୟୁର କାରଣ ସମାନ ରହିଥିବା ଡାକ୍ତର ପ୍ରକାଶ କରିଛନ୍ତି । ମୃତକ ମାନେ ଟିକା ନେବା ପରେ ଜ୍ୱର, ଅଣ ନିଶ୍ୱାସୀ ଓ ଡାଇରିଆ ହୋଇଥିଲା । ନରୱେ ଏଯାବତ୍ ୩୦ହଜାର ଲୋକ ଫାଇଜର୍ ଟିକା ନେଇଛନ୍ତି । ଏହି ଟିକାକୁ ନେଇ ସନ୍ଦେହ ବଢ଼ିବା ପରେ ୟୂରୋପ୍, ଆମେରିକା ପାଖରୁ ଏହି ଫାଇଜର ଟିକା କମ୍ ଆମଦାନୀ କରିବ ବୋଲି କହିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!