Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାଇରାଲ୍‌ ହେଲା ଅଧିକାରୀଙ୍କ ଲାଞ୍ଚ ନେବା ଭିଡିଓ

by ସଞ୍ଜୟ ସ୍ୱାଇଁ
May 13, 2022
in Crime, State
ଭାଇରାଲ୍‌ ହେଲା ଅଧିକାରୀଙ୍କ ଲାଞ୍ଚ ନେବା ଭିଡିଓ
84
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ସିମୁଳିଆ ସ୍ୱାସ୍ଥ୍ୟ କେନ୍ଦ୍ରର କର୍ମଚାରୀ ଜନ୍ମ ମୃତ୍ୟୁ ପ୍ରମାଣପତ୍ର ଦେବା ପାଇଁ ଲାଞ୍ଚ ନେଉଥିବା ସମୟରେ ଧରାପଡି ହଟହଟା ହେବା ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି। ବାଲେଶ୍ଵର ଜିଲ୍ଲା ସିମୁଳିଆ ସ୍ୱାସ୍ଥ୍ୟ କେନ୍ଦ୍ରରେ ବଙ୍ଗାଳପୁର ପଞ୍ଚାୟତର ଇଶାଣ ଗ୍ରାମର ଜଗବନ୍ଧୁ ମଲ୍ଲିକ ବାପା ରବିନ୍ଦ୍ର ମଲ୍ଲିକଙ୍କ ମୃତ୍ୟୁ ପ୍ରମାଣପତ୍ର ନେବାକୁ ଆସିଥିଲେ। ପ୍ରମାଣପତ୍ର ନେବାକୁ ହେଲେ ଲାଞ୍ଚ ଦେବାକୁ ପଡିବ ବୋଲି ଜନ୍ମମୃତ୍ୟୁ ପ୍ରମାଣପତ୍ର ଦେଉଥିବା ସୁପରଭାଇଜର ଦିବାକର ମହାନ୍ତି ଜଗବନ୍ଧୁଙ୍କୁ କହିଥିଲେ । ଫଳରେ ଜଗବନ୍ଧୁ ବାପାଙ୍କ ମୃତ୍ୟୁ ପ୍ରମାଣପତ୍ର ପାଇଁ ବାଧ୍ୟ ହୋଇ ଅଧିକାରୀ ଜଣଙ୍କୁ ଲାଞ୍ଚ ଦେଇଥିଲେ । ଯାହା ସୋସିଆଲ ମିଡିଆରେ ଭାଇରକ୍ଷଲ ହେଉଛି । ଦିନ ଦ୍ୱିପ୍ରହରରେ ସାଧାରଣ ଗରିବ ଲୋକମାନଙ୍କ ଠାରୁ ଏପରି ଲାଞ୍ଚ ନିଆଯାଉଛି। ଲାଞ୍ଚ ନଦେଲେ ବାରମ୍ବାର କାର୍ୟ୍ୟାଳୟକୁ ଦୌଡ଼ିବାକୁ ପଡିବ ଲୋକେ ବାଧ୍ୟ ହୋଇ ଉତ୍କୋଚ ଦେଉଛନ୍ତି । ସିମୁଳିଆ ସ୍ୱାସ୍ଥ୍ୟ କେନ୍ଦ୍ରରେ ବାରମ୍ବାର ଏଭଳି ଘଟୁଛି । ଏଥିପ୍ରତି ଜିଲ୍ଲା ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ତୁରନ୍ତ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!