Thursday, July 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପରିବା ଦର ଆକାଶ ଛୁଆଁ

by ସଞ୍ଜୟ ସ୍ୱାଇଁ
April 17, 2021
in Business, Nayagarh, State
ପରିବା ଦର ଆକାଶ ଛୁଆଁ
430
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): କରୋନା ସଂକ୍ରମଣ ରୋକିବା ପାଇଁ ରାତ୍ର କାଳୀନ କର୍ଫ୍ୟୁ ଜାରି ହେବା ପରେ ପରିବା ଦର ଆକାଶ ଛୁଆଁ । ବିଭିନ୍ନ ପରିବା ହାଟରେ ଆଜି ଲୋକଙ୍କ ନାହିଁ ନଥିବା ଭିଡ଼ ଦେଖିôବାକୁ ମିଳିଛି । ସେପଟେ କିଛି ଅସାଧୁ ବ୍ୟବସାୟୀ ଏହାର ସୁଯୋଗ ନେଇ ଅତ୍ୟାବଶ୍ୟକ ସାମଗ୍ରୀ ତଥା ଆଳୁ ପିଆଜ ଦରରେ ୧୦ ଟଙ୍କା ଅଧିକ ନେଉଥିବାର ଦେଖିବାକୁ ମଳିଛି । ଆଳୁ କି.ଗ୍ରା. ପ୍ରତି ୧୦ ଟଙ୍କାରେ ବିକ୍ରି ହେଉଥିôା ବେଳେ ଆଜି ଦର ୨୦ ଛୁଇଁଛି । ସେହିପରି ପିଆଜ, ପୋଟଳ, ବାଇଗଣ, ଭେଣ୍ଡି ଆଦିର ଦର ଉପରେ ୧୦ ଟଙ୍କା ଅଧିକ ନେଉଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!