Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩୦ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ ଯନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
June 12, 2023
in Crime, State
୩୦ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ ଯନ୍ତ୍ରୀ
163
VIEWS
Share on FacebookShare on Twitter

ନୂଆପଡା, (ବାଘୁଆବାର୍ତ୍ତା): ଭିଜିଲ୍ଲାନ୍ସ ଜାଲରେ ଖଡିଆଳ ଏନଏସି ଜେଇ ପ୍ରେମଚନ୍ଦ ରାଉତ । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ଟିମ୍ । ନୂଆପଡା ଜିଲ୍ଲା ଖଡିଆଳ ଏନଏସି ୱାର୍ଡ ନଂ ୧୨ର ପ୍ରମାନନ୍ଦ ରାଉତଙ୍କୁ ଆବାସ ଗୃହ ପାଇଁ ଲାଞ୍ଚ ଦାବି କରି ଆସୁଥିଲେ ଜେଇ ପ୍ରେମଚନ୍ଦ । ଏହାକୁ ନେଇ ପ୍ରମାନନ୍ଦ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ । ଏହା ପରେ ସୋମବାର ଖଡିଆଳ ପୁଟୁପଡା ସ୍ଥିତ ଏକ ପେଟ୍ରୋଲ ପମ୍ପ ନିକଟରେ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଟିମ୍ ଧରିଛି । ଏହାସହ ଜେଇଙ୍କ କାର‌୍ୟ୍ୟାଳୟ ସହ ସରକାରୀ ବାସଭବନ ଓ କଳାହାଣ୍ଡି ଜିଲ୍ଲା କୁସୁମଖୁଣ୍ଟି ସ୍ଥିତ ବାସଭବନରେ ଚଢାଉ ଜାରି ରଖିଥିବା ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!