Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

by ସଞ୍ଜୟ ସ୍ୱାଇଁ
September 13, 2023
in Crime, State
ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍
158
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜିକାଲି ଦୁର୍ନୀତିର ମାମଲା ବଢିବାରେ ଲାଗିଛି । କିଏ ବ୍ରାଉନ ସୁଗର କାରବାର କରୁଛି ତ କିଏ ଭୁଲ କାମ କରି ଭିଜିଲାନ୍ସ ହାତରେ ଧରା ପଡୁଛି । ଏପରି ଏକ ।ମଲା ବାରିପଦାରୁ ସାମ୍ନାକୁ ଆସିଛି । ବାରିପଦା ପିଏସ ଡିଭିଜନର ଯନ୍ତ୍ରୀ ବାଣେଶ୍ୱର ନାଏକଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଏକାଥରରେ ୫ଟି ସ୍ଥାନରେ ଚଢାଉ କରିଛନ୍ତି । ସୂଚନା ଅନୁଯାୟୀ, ବାରିପଦା ପିଏଚ ଡିଭିଜନ ଯନ୍ତ୍ରୀ ବାଣେଶ୍ୱର ନାଏକଙ୍କ ନାମରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ କରିବାର ଅଭିଯୋଗ ହୋଇଛି । ଏନେଇ ଭିଜିଲାନ୍ସ ପକ୍ଷରୁ ତାଙ୍କ ଘରେ ଚଢାଉ ହୋଇଛି । ବାଣେଶ୍ୱରଙ୍କ ୫ଟି ଠିକଣାରେ ଏକା ସାଙ୍ଗରେ ଚଢାଉ ଚାଲିଛି । ଏହି ଚଢାଉରେ ୨ଜଣ ଏସପି, ୩ଜଣ ଡିଏସପି ଓ ୭ ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି । କିନ୍ତୁ ଏବେ ପର୍ଯ୍ୟନ୍ତ କେତେ ସମ୍ପତ୍ତି ଜବତ କରାଯାଇଛି, ସେନେଇ କୌଣସି ସୂଚନା ମିଳି ନାହିଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!