Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୮ ଆଇସିଡିଏସ୍ ମହିଳା ଅଧିକାରୀଙ୍କୁ ଗିରଫ୍ କଲା ଭିଜିଲାନ୍ସ

by ସଞ୍ଜୟ ସ୍ୱାଇଁ
November 22, 2021
in Breaking, State
ଭିଜିଲାନ୍ସ ଜାଲରେ ଆରଆଇ ବାବୁ
120
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ୩ମାସରେ ୮ଜଣ ଆଇସିଡିଏସ୍ ଅଧିକାରୀଙ୍କୁ ଗିରଫ୍ କରାଯାଇଛି । ଆଇସିଡିଏସର ସୁପରଭାଇଜର ମାନଙ୍କ ନାମରେ ଦୁର୍ନୀତିର ଅଭିଯୋଗ ହୋଇଥିଲା । ଏହାର ତଦନ୍ତ କରି ୮ ଆଇସିଡିଏସ୍ ମହିଳା ଅଧିକାରୀଙ୍କୁ ଗିରଫ୍ କରାଯାଇଛି । ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲାରେ । ଭଦ୍ରକ ଜିଲ୍ଲାର ଆଇସିଡିଏସ୍ ମହିଳା ଅଧିକାରୀଙ୍କ ନାମରେ ବିଭିନ୍ନ ସମୟରେ ଦୁର୍ନୀତି କରିଥିବା ନେଇ ଭିଜିଲାନ୍ସ ବିଭାଗରେ ଅଭିଯୋଗ ହୋଇଥିଲା । ଦୁର୍ନୀତି ଅଭିଯୋଗକୁ ଗୁରୁତର ସହ ବିଚାର କରି ଭିଜିଲାନ୍ସ ବିଭାଗ ତଦନ୍ତ କରିଥିଲା । ତଦନ୍ତର ଫଳ ସ୍ୱରୂପ ଦୁର୍ନୀତିରେ ସାମିଲ ଥିବା ୮ଜଣ ଆଇସିଡିଏସ୍ ମହିଳା ସୁପରଭାଇଜର ମଲ୍ଲୀଲତା ଦାସ, ପୁଷ୍ପାଞ୍ଜଳୀ ରଥ, ସାରଳା ଦେଇ, କବିତା ମାଥାନ, ସୁବର୍ଣ୍ଣା ସିଂ, ହର୍ଷମଣୀ ଦେଇ ଓ ମୀନା ପାତ୍ରଙ୍କୁ ଭିଜିଲାନ୍ସ ବିଭାଗ ଗିରଫ୍ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!