Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଶିକ୍ଷା ଅଭିଯାନର ଜେଇ

by ସଞ୍ଜୟ ସ୍ୱାଇଁ
October 18, 2023
in Crime, State
ଜିଏସଟି ଅଧିକାରୀ ଭିଜିଲାନ୍ସ ଜାଲରେ
42
VIEWS
Share on FacebookShare on Twitter

ଅନୁଗୁଳ, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ଶିକ୍ଷା ଅଭିଯାନର ଜେଇ । ପାଲଲହଡ଼ାରେ କାର୍ଯ୍ୟରତ ପ୍ରସନ୍ନ ପାଣିଙ୍କ ଘରେ ରେଡ଼ । ସୁନ୍ଦରପଦା ଏବାରଙ୍ଗରେ ପ୍ଲଟ ନମ୍ବର ୩୬୬ ଓ ୩୬୭ ରେ ଚଢାଉ । ସୁନ୍ଦରପଦା ପ୍ରେଣ୍ଡସ୍ କ୍ଲବ ନିକଟରେ ଥିବା ୩ ମହଲା ଘରେ ବି ରେଡ୍ ହୋଇଛି । ଏହାସହ ହାଇଟେକ ପ୍ଲାଜା ଆପାର୍ଟ ମେଣ୍ଟରେ ଥିବା ଫ୍ଲାଟନମ୍ବର B/4, ପାଲଲହଡ଼ା ଉଦୟ ବିହାରରେ ଥିବା ଭଡାଘର, ନିମାପଡାରେ ଥିବା ଆଉ ଏକ ତିନି ମହଲା ଘରେ ବି ଚଢାଉ ହୋଇଛି । ଏହାସହ ତାଙ୍କ ବ୍ୟବସାୟିକ ପାର୍ଟନର ଓ ସମ୍ପର୍କୀୟଙ୍କ ଘରେ ବି ମାରାଥନ ରେଡ଼ କରୁଛି ଭିଜିଲାନ୍ସ । ରେଡ଼ରେ ସାମିଲ ଅଛନ୍ତି ୬ ଡ଼ିଏସପି, ୬ ଇନ୍ସପେକ୍ଟର ଓ ଅନ୍ୟାନ୍ୟ ୨୨ ଜଣ ଷ୍ଟାଫ । ସୂଚନା ଥାଉକି, ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ ଜିରୋ ଟଲେରାନ୍ସ ଲାଗୁ ହେବା ପରେ ଦୁର୍ନୀତିଖୋର ଅଧିକାରୀଙ୍କ ଉପରେ ବାଜୁଛି ଛାଟ । ଏହି ପରିପ୍ରେକ୍ଷୀରେ ବିଭିନ୍ନ ସମୟରେ ବିଭିନ୍ନ ଅଧିକାରୀ ଏହି ଜାଲରେ ପଡୁଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!