Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଏସଡିଏର ପ୍ଲାନିଂ ମେମ୍ବର

by ସଞ୍ଜୟ ସ୍ୱାଇଁ
December 19, 2023
in Crime, State
ଭିଜିଲାନ୍ସ ଜାଲରେ ବଡମ୍ବା ବ୍ଲକ ନିର୍ବାହୀ ଯନ୍ତ୍ରୀ
40
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ସମ୍ବଲପୁରରେ ଭିଜିଲାନ୍ସ ରେଡ୍। ଏସଡିଏ କେଲେଙ୍କରୀ ମାମଲାରେ ଗିରଫ ହୋଇଥିବା ପ୍ଲାନିଂ ମେମ୍ବର ବନ୍ଦିତା ମିଶ୍ର, କନିଷ୍ଠ କିରଣୀ ଲକ୍ଷ୍ମୀ ନାରାୟଣ ସାମଲଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ଚଢ଼ାଉ । ପୂର୍ବରୁ ଜାଲ୍ ଘର ନକ୍ସା ଦେବା ମାମଲାରେ ୨ ଜଣ ଗିରଫ ହୋଇ ଜେଲରେ ଅଛନ୍ତି। ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ବିଭିନ୍ନ ସ୍ଥାନରେ ଚଢାଉ ଚାଲିଛି । ଏହି ଚଢାଉରେ ୬ ଜଣ ଡିଏସପି, ୯ ଜଣ ଇନ୍ସପେକ୍ଟର, ୬ ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ଅଧିକାରୀ ସାମିଲ ଅଛନ୍ତି। ସ୍ପେଶାଲ ଜଜଙ୍କ ୱାରେଣ୍ଟ ବଳରେ ଏହି ଚଢାଉ ଚାଲିଛି। ତେବେ ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ବନ୍ଦିତା ମହାପାତ୍ରଙ୍କ ଭୁବନେଶ୍ଵର ଗାଡକଣ ସ୍ଥିତ ଘର, ସୌଭାଗ୍ୟନଗର ସ୍ଥିତ ଘର, ହାଉସିଂବୋର୍ଡ କଲୋନୀ ସ୍ଥିତ ସମ୍ପର୍କୀୟଙ୍କ ଘର, ଖୁଣ୍ଟା ସ୍ଥିତ ପୈତୃକ ଘର, ସମ୍ଵଲପୁର ସ୍ଥିତ ଅଫିସ୍ ଚାମ୍ବର, ଏବଂ ଶ୍ଵଶୁର ଘରେ ରେଡ୍ ଚାଲିଛି। ସେହିଭଳି ଲକ୍ଷ୍ମୀ ନାରାୟଣ ସାମଲଙ୍କ ବୁର୍ଲା ପୁରୁଣା ଏସବିଆଇ ପାର୍କ ସ୍ଥିତ କ୍ଵାର୍ଟର, କଣ୍ଟାପଲ୍ଲୀ ମୌଜାରେ ନିର୍ମାଣାଧିନ ଘର, ଏସଡିଏ ସ୍ଥିତ ଅଫିସ ଚାମ୍ଵରରେ ରେଡ୍ ଚାଲିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!