Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଜିଆରଏସ୍

by ସଞ୍ଜୟ ସ୍ୱାଇଁ
April 9, 2021
in Breaking, State
ଭିଜିଲାନ୍ସ ଜାଲରେ ଜିଆରଏସ୍
440
VIEWS
Share on FacebookShare on Twitter

ନୟାଗଡ଼, (ବାଘୂଆବାର୍ତ୍ତା): ଗାଇ ଗୁହାଳ କରାଇ ଦେବା କହି ନେଉଥିଲା ଲାଞ୍ଚ । ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଜାଲରେ ଧରାପଡିଲେ ଜିଆରଏସ୍ । ସୂଚନାନୁସାରେ, କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାନ୍ତେଶୀର ପଞ୍ଚାୟତର ଅଧିନରେ ଥିବା କୁର୍ଲୁପଡାର ବିଜୟ କୁମାର ସାହୁଙ୍କ ନାମରେ ଗାଇ ଗୁହାଳ ବିୁଲ୍ ପାସ୍ କରିବା କହି ୫ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଯାହାକୁ ନେଇ ଆଜି ଗାଇ ଗୁହାଳର ହିତାଧିକାରୀ ବିଜୟ କୁମାର ସାହୁ ଠାରୁ ଜିଆରଏସ ୫ହଜାର ଲାଞ୍ଚ ନେଉଥିବା ବେଳେ ଛକି ରହିଥିବା ଭିଜିଲାନ୍ସ ଟିମ୍ ଚଢଉ କରିଥିଲା । ଜିଆରଏସ ଜୟଚନ୍ଦ୍ର ଜାଲଙ୍କ ଠାରୁ ୫ହଜାର ଟଙ୍କା ଜବତ କରିବା ସହିତ ତାଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଥିବା ନେଇ ଭିଜିଲାନ୍ସ ଡିଏସପି ସତ୍ୟବାନ୍ ମହାନନ୍ଦ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!