Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଆରଆଇ

by ସଞ୍ଜୟ ସ୍ୱାଇଁ
July 10, 2024
in Crime, State
ଜିଏସଟି ଅଧିକାରୀ ଭିଜିଲାନ୍ସ ଜାଲରେ
175
VIEWS
Share on FacebookShare on Twitter

ଫୁଲବାଣୀ, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ପଡିଛନ୍ତି ଜଣେ ଲାଞ୍ଚୁଆ ଆରଆଇ। ଜଣେ ବ୍ୟକ୍ତିଙ୍କ ଜମି ପଟ୍ଟା ବାବଦରେ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ। କନ୍ଧମାଳ ଜିଲ୍ଲା କୋଟଗଡ଼ ତହସିଲ ଦୁର୍ଗାପଙ୍ଗା ଅଞ୍ଚଳର ଆରଆଇ ଦିଲ୍ଲିପ ସାହୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ, ଆରଆଇ ଜଣଙ୍କ ଜମି ପଟ୍ଟା କାଗପତ୍ର ହସ୍ତାନ୍ତରଣ କରିବା ବାବଦରେ ବେଆଇନ ଭାବେ ବ୍ୟକ୍ତିଙ୍କଠାରୁ ୫ ହଜାର ଟଙ୍କା ଦାବି କରିଥିଲେ। ଏହି ଘଟଣାକୁ ନେଇ ଭିଜିଲାନ୍ସର ଦ୍ୱାରସ୍ତ ହୋଇଥିଲେ ଅଭିଯୋଗକାରୀ। ଏହି ଘଟଣାର ଖବର ପାଇ ଭିଜିଲାନ୍ସ ଟିମ ଚଢାଉ କରିଥିଲା। ଆରଆଇ ଜଣଙ୍କ ୫ ହଜାର ଟଙ୍କା ଲାଞ୍ଚ ଟଙ୍କା ଲାଞ୍ଚ ନେବା ବେଳେ ଟଙ୍କା ସହ ତାଙ୍କୁ ଧରିଛଇ ଭିଜିଲାନ୍ସ ଟିମ। ଆରଆଇଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏଥି ସହିତ ଘଟଣାକୁ ନେଇ ବ୍ରହ୍ମପୁର ଭିଜିଲାନ୍ସରେ ଏକ ମାମଲା ରୁଜୁ ହେବା ସହ କୋଟଗଡ଼ରେ ଥିବା ଆରଆଇ ଦିଲ୍ଲିପ ସାହୁଙ୍କ ସରକାରୀ ବାସ ଭବନ ସମେତ ନିଜ ଘର ଖଜୁରୀପଡ଼ାରେ ମଧ୍ୟ ରେଡ୍ କରୁଛି ଭିଜିଲାନ୍ସ ଟିମ୍ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!