Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମତ୍ସ୍ୟ ସମ୍ପଦ ବିକାଶ ବିଭାଗର ଡେପୁଟି ଡାଇରେକ୍ଟର ଭିଜାଲାନ୍ସ ଜାଲରେ

by ସଞ୍ଜୟ ସ୍ୱାଇଁ
July 22, 2024
in Crime, State
ମତ୍ସ୍ୟ ସମ୍ପଦ ବିକାଶ ବିଭାଗର ଡେପୁଟି ଡାଇରେକ୍ଟର ଭିଜାଲାନ୍ସ ଜାଲରେ
163
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ କଟକ ମତ୍ସ୍ୟ ସମ୍ପଦ ବିଭାଗ ଡେପୁଟି ଡ଼ାଇରେକ୍ଟର ବସନ୍ତ କୁମାର ଦାସ । ସରକାରୀ ଅର୍ଥ ଆତ୍ମସାତ ମାମଲାରେ ମତ୍ସ୍ୟ ଉପନିର୍ଦ୍ଦେଶକ ବସନ୍ତ କୁମାର ଦାସଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି । ପ୍ରାୟ ୧କୋଟି ୫ଲକ୍ଷ ଟଙ୍କାରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣାରେ ଭିଜିଲାନ୍ସ ତଦନ୍ତ ଆରମ୍ଭ କରିଛି । ଡେପୁଟି ଡ଼ାଇରେକ୍ଟର ବସନ୍ତ କୁମାର ଦାସଙ୍କ ପୁରୁଣା ଭୁବନେଶ୍ୱର ସ୍ଥିତ ଭଡାଘର, ପୁରୀ ତୋଟା ମହାବୀର ଲେନ ସ୍ଥିତ ଘର, ପୁରୀ ଜିଲ୍ଲା ଗୋରୁଳା ନିକଟ ଫାର୍ମହାଉସ , ଭଦ୍ରକ ଗୋବିନ୍ଦପୁର ସ୍ଥିତ ପୈତୃକ ଘର, କଟକ ସ୍ଥିତ ଅଫିସରେ ଚଢାଉ ଚାଲିଛି । ସରକାରୀ ଆକାଉଣ୍ଟରୁ ନିଜ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର ନେଇ ଭିଜିଲାନ୍ସ ନିକଟରେ ପୂର୍ବରୁ ଥିଲା ଅଭିଯୋଗ । ଅଭିଯୋଗ ଆଧାରରେ ଚଢ଼ାଉ କରିଛି ଭିଜିଲାନ୍ସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!