Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ପୂର୍ବତନ ମୁଖ୍ୟଯନ୍ତ୍ରୀ, ବହୁ ସ୍ଥାନରେ ଚଢ଼ଉ

by ସଞ୍ଜୟ ସ୍ୱାଇଁ
August 12, 2024
in Crime, State
ଭିଜିଲାନ୍ସ ଜାଲରେ ପୂର୍ବତନ ମୁଖ୍ୟଯନ୍ତ୍ରୀ, ବହୁ ସ୍ଥାନରେ ଚଢ଼ଉ
375
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ପୂର୍ବତନ ମୁଖ୍ୟଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ R&B ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ତାରା ପ୍ରସାଦଙ୍କ ପୈତୃକ ଘର ସମେତ ଭୁବନେଶ୍ୱର, କଟକ, ଝାରସୁଗୁଡ଼ାର ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ଭୁବନେଶ୍ୱର ନୟାପଲ୍ଲୀର ଅର୍ପଣ ଆପାର୍ଟମେଣ୍ଟରେ ଥିବା ଘର, ଖଣ୍ଡଗିରି କସମୋପଲିସରେ ଥିବା ଫ୍ଲାଟ୍, ଝାରସୁଗୁଡ଼ା ଆସିଆନା ଆପାର୍ଟମେଣ୍ଟରେ ଥିବା ୩ଟି ଫ୍ଲାଟ୍, କଟକ ଆଠଗଡ଼ରେ ଥିବା ପୈତୃକ ଘର ଓ ତିଗିରିଆରେ ରହୁଥିବା ସମ୍ପର୍କୀୟଙ୍କ ଘରେ ଚଢାଉ କରାଯାଇଛି। ପୂର୍ବତନ ମୁଖ୍ୟଯନ୍ତ୍ରୀ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭଯୋଗ ହୋଇଥିଲା। ଭିଜିଲାନ୍ସ ଅଧିକାରୀ ଘଟଣାର ତଦନ୍ତ କରି ଆଜି ସକାଳେ ତାରା ପ୍ରସାଦଙ୍କ ଘରେ ଚଢ଼ାଉ କରିଛନ୍ତି। ଏହି ଚଢ଼ାଉରେ ୧୨ ଡିଏସପିଙ୍କ ନେତୃତ୍ୱରେ ୧୨ ଇନ୍ସପେକ୍ଟର,୧୬ ଜଣ ଏଏସ୍‌ଆଇଙ୍କ ସହ ଅନ୍ୟ କର୍ମଚାରୀ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!