Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ସହକାରୀ କାର୍ୟ୍ୟନିର୍ବାହୀ ଯନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
September 30, 2022
in Crime, State
ଭିଜିଲାନ୍ସ ଜାଲରେ ସହକାରୀ କାର୍ୟ୍ୟନିର୍ବାହୀ ଯନ୍ତ୍ରୀ
158
VIEWS
Share on FacebookShare on Twitter

ଭଞ୍ଜନଗର, (ବାଘୁଆବାର୍ତ୍ତା): ସହକାରୀ କାର୍ୟ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢାଉ । ଭଞ୍ଜନଗର ଜଳସେଚନ ବିଭାଗ ବାଘୁଆ ପ୍ରକଳ୍ପ ସହକାରୀ କାର୍ୟ୍ୟନିର୍ବାହୀ ଯନ୍ତ୍ରୀ ଜଣଙ୍କ ହେଉଛନ୍ତି ବିଷ୍ଣୁ ଚରଣ ସାହୁ । ଗଞ୍ଜାମର ୭ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରହିଛି । ବ୍ରହ୍ମପୁର ଭିଜିଲାନ୍ସ ସ୍ୱତନ୍ତ୍ର ଜଜଙ୍କ ଅନୁମତି କ୍ରମେ ଚଢାଉ ହୋଇଛି । ଚଢାଉରେ ଜଣେ ଅତିରିକ୍ତ ଏସ୍ପି, ୪ ଜଣ ଡିଏସ୍ପି, ୯ ଜଣ ଇନସ୍ପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି । ତେବେ ଚଢାଉ ପରେ ଜଣାପଡିବ ଜବତ ସମ୍ପତ୍ତିର ଆକଳନ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!