Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୫୦ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଗଲେ ଖୋର୍ଦ୍ଧା ଏସିଏସଓ

by ସଞ୍ଜୟ ସ୍ୱାଇଁ
October 1, 2022
in Crime, State
୫୦ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଗଲେ ଖୋର୍ଦ୍ଧା ଏସିଏସଓ
188
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ରାଇସ୍‌ ମିଲ୍‌ ମାଲିକଙ୍କୁ ଅନୁକମ୍ପା ଦେଖାଇବା ନିମନ୍ତେ ୫୦ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଗଲେ ଖୋର୍ଦ୍ଧା ଏସିଏସଓ ବିଷ୍ଣୁ ଚରଣ ପରିଡ଼ା । ଏହାପରେ ତାଙ୍କ ସରକାରୀ କ୍ୱାର୍ଟର୍ସ ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବହୁ ସମ୍ପତ୍ତି ଜବତ କରାଯାଇଛି । ଲାଞ୍ଚ ନେବା ମାମଲାରେ ଏସିଏସଓ ବିଷ୍ଣୁ ଚରଣ ପରିଡ଼ାଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଭିଜିଲାନ୍ସ ସେଲ୍ ଏସ୍‌ପି ଏମ୍. ରାଧାକ୍ରିଷ୍ଣନଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, ଏକ ରାଇସ୍‌ ମିଲ୍‌ ମାଲିକଙ୍କୁ ବାଲାନ୍ସ ସାର୍ଟିଫିକେଟ ଦେବା ନିମନ୍ତେ ବିଷ୍ଣୁ ଚରଣ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଏହି ସମୟରେ ପୂର୍ବରୁ ଛପି ରହିଥିବା ଭିଜିଲାନ୍ସ କର୍ମଚାରୀ ତାଙ୍କୁ କାବୁ କରି ନେଇଥିଲେ। ଏହାପରେ ତାଙ୍କ ସରକାରୀ କ୍ୱାର୍ଟର୍ସ ସମେତ ଅନ୍ୟାନ୍ୟ ଜାଗାରେ ସର୍ଚ୍ଚ କରାଯାଇ ୭ ଲକ୍ଷ ୪୮ ହଜାର ଟଙ୍କା ସହ ୨୫୦ ଗ୍ରାମ ସୁନା ଏବଂ ଅନ୍ୟାନ୍ୟ କାଗଜପତ୍ର ଜବତ କରାଯାଇଛି । ବିଷ୍ଣୁ ଚରଣଙ୍କର ନାଁରେ ଭିନ୍ନ ଭିନ୍ନ ସ୍ଥାନରେ ଥିବା ବ୍ୟାଙ୍କ ଆକାଉଣ୍ଟକୁ ସର୍ଚ୍ଚ କରାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!