Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗର କାର୍ୟ୍ୟନିର୍ବାହୀ ଯନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
October 14, 2022
in Crime, State
ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗର କାର୍ୟ୍ୟନିର୍ବାହୀ ଯନ୍ତ୍ରୀ
94
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ । ଭିଜିଲାନ୍ସ ଜାଲରେ ବାଲେଶ୍ୱର କ୍ଷୁଦ୍ର ଜଳସେଚନ ବିଭାଗର କାର୍ୟ୍ୟନିର୍ବାହୀ ଯନ୍ତ୍ରୀ ମହେଶ ପ୍ରସାଦ ପଟ୍ଟନାୟକ । ଏକକାଳୀନ ୫ଟି ସ୍ଥାନରେ ଚାଲିଛି ଚଢ଼ାଉ । ରାୟଗଡ଼ା କସ୍ତୁରିନଗରରେ ଥିବା ପୈତୃକ ଘର, ବିଶାଖାପଟ୍ଟନମ୍ ଚିନ୍ନାଗଡ଼ିଲିରେ ଥିବା ହିଲ୍‌ ଭ୍ୟୁ ଫ୍ଲାଟ୍, ଭୁବନେଶ୍ବର ସୁନ୍ଦରପଦା ମାଧିପୁର ହାଇଟେକ୍ ପ୍ଲାଜାରେ ଥିବା ଫ୍ଲାଟ୍, ମୟୂରଭଞ୍ଜ ମୂର୍ଗାବାଡି ବାରିପଦାରେ ଏଲଆଇସି କଲୋନୀରେ ଥିବା ସରକାରୀ କ୍ୱାର୍ଟର୍ସ ଓ ବାଲେଶ୍ୱର ସ୍ଥିତ ସରକାରୀ କାର୍ୟ୍ୟାଳୟରେ ଚାଲିଛି ଚଢ଼ାଉ । ଏହି ରେଡରେ ୩ ଡିଏସପି, ୧୨ ଇନସ୍ପେକ୍ଟର, ୨ ସବଇନସ୍ପେକ୍ଟର, ୫ ଏଏସଆଇ ସାମିଲ ଅଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!