Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ଇଞ୍ଜିନିୟର

by ସଞ୍ଜୟ ସ୍ୱାଇଁ
December 17, 2022
in Crime, State
ଭିଜିଲାନ୍ସ ଜାଲରେ ନିମାପଡ଼ା ତହସିଲଦାର ରାମଚନ୍ଦ୍ର ଜେନା, ଚାଲିଛି ରେଡ୍‌
98
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଆସିଷ୍ଟାଣ୍ଟ ଇଞ୍ଜିନିୟରଙ୍କ ଘରେ ଭିଜିଲାନ୍ସ ରେଡ୍ । ଗଜପତି ଜିଲ୍ଲା ରାୟଗଡ ପଂଚାୟତ ସମିତି ଆସିଷ୍ଟାଣ୍ଡ ଇଞ୍ଜିନିୟର ହେଉଛନ୍ତି ଦିଲୀପ କୁମାର ସାହୁ । ତାଙ୍କ ସରକାରୀ ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ । ବ୍ରହ୍ମପୁର, ଦିଗପହଣ୍ଡି, ଆର୍.ଉଦୟଗିରିର ୪ଟି ସ୍ଥାନରେ ଚଢାଉ ହୋଇଛି । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ରେଡ କରିଛି ଭିଜିଲାନ୍ସ । ଦିଗପହଣ୍ଡି ସ୍ଥିତ ଅଫିସ, ଗଜପତି ଜିଲ୍ଲା ଆର୍.ଉଦୟଗିରି ଛେଳିଗଡାରେ ଥିବା ସରକାରୀ କ୍ୱାର୍ଟର, ବ୍ରହ୍ମପୁର ଗୋପବନ୍ଧୁନଗର ସ୍ଥିତ ଫ୍ଲାଟ୍, ବ୍ରହ୍ମପୁର ଜ୍ୟୋତିନଗରସ୍ଥିତ ଦୁଇ ମହଲା ଘରେ ଚାଲିଛି ଚଢାଉ । ବ୍ରହ୍ମପୁର ସ୍ୱତନ୍ତ୍ର ଜଜ୍‌ଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଚଢ଼ାଉ ହୋଇଛି । ଏହି ଚଢାଉରେ ଜଣେ ଅତିରିକ୍ତ ଏସ୍ପି, ୫ ଜଣ ଇନସ୍ପେକ୍ଟର, ୨ ଜଣ ଏଏସ୍ ଆଇ ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!