Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ପଞ୍ଝାରେ ଜଗତସିଂହପୁର ଡେପୁଟି କଲେକ୍ଟର

by ସଞ୍ଜୟ ସ୍ୱାଇଁ
December 27, 2022
in Crime, State
ଭିଜିଲାନ୍ସ ପଞ୍ଝାରେ ଜଗତସିଂହପୁର ଡେପୁଟି କଲେକ୍ଟର
112
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ପଞ୍ଝାରେ ପଡିଲେ ଜଗତସିଂହପୁର ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ପିଲ୍ଲା। ସକାଳୁ ସକାଳୁ ଘରେ ଚଢ଼ଉ କଲା ଭିଜିଲାନ୍ସ ଟିମ୍। ଏକାସାଙ୍ଗରେ ୯ଟି ଜାଗାରେ ଚଢ଼ାଉ ଜାରି ରହିଛି। ଭିଜିଲାନ୍ସ ଟିମ୍‌ରେ ୨ ଜଣ ଡିଏସ୍‌ପି, ୧୪ ଇନ୍ସପେକ୍ଟର ଓ ୬ ଜଣ ଏଏସ୍‌ଆଇ ଓ ଅନ୍ୟ ଅଧିକାରୀ ବିଭିନ୍ନ ଜାଗରେ ଚଢ଼ାଉ କରିଛନ୍ତି। ସୂଚନା ମୁତାବକ, ଆଜି ସକାଳେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଗତସିଂହପୁର ଡେପୁଟି କଲେକ୍ଟର ଘରେ ଚଢ଼ଉ କରିଥିଲା ଭିଜିଲାନ୍ସ ଟିମ୍। ଡେପୁଟି କଲେକ୍ଟ ଚିତ୍ତରଞ୍ଜନ ପିଲ୍ଲାଙ୍କ ବାସଭବନ ସମତେ ୯ ଟି ଜାଗାରେ ରେଡ ଜାରି ରହିଛି। ତେବେ ଚଢାଉ ହେଉଥିବା ସ୍ଥାନଗୁଡିକ ମଧ୍ୟରେ ଭୁବନେଶ୍ୱର ୩ଟି ସ୍ଥାନ, ବାଲେଶ୍ୱରର ୩ଟି ସ୍ଥାନ, ଜଗତସିଂପୁରରେ ୨ଟି ସ୍ଥାନ ସହ ସୋନପୁରରେ ଅସ୍ଥାୟୀ ବାସଭବନ ଚଢ଼ଉ କରୁଛନ୍ତି ଭିଜିଲାନ୍ସ ଟିମ୍।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!