Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅବସରପ୍ରାପ୍ତ ଅଧୀକ୍ଷକଙ୍କ ଘରେ ଭିଭିଲାନ୍ସ ଚଢ଼ଉ

by ସଞ୍ଜୟ ସ୍ୱାଇଁ
July 8, 2021
in Crime, State
ଅବସରପ୍ରାପ୍ତ ଅଧୀକ୍ଷକଙ୍କ ଘରେ ଭିଭିଲାନ୍ସ ଚଢ଼ଉ
221
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଟିଟିଲାଗଡ଼ ୱେୟାର ହାଉସର ଅବସରପ୍ରାପ୍ତ ଅଧୀକ୍ଷକ ଗଣପତି ପୁରୋହିତ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଆଜି ତାଙ୍କ ଘରେ ଚଢ଼ାଉ କରାଯାଇଛି। ବଲାଙ୍ଗିର ସହରର ପ୍ୟାଲେସ ଲାଇନ୍‌ ସ୍ଥିତ ତାଙ୍କ ଘର ସମେତ ମୋଟ ୪ଟି ସ୍ଥାନରେ ଚଢ଼ାଉ କରାଯାଇଛି। ତାଙ୍କର ଦୁଇଟି ନୂଆ ଘର ଉପରେ ଚଢ଼ାଉ ହୋଇଛି। ସେହିପରି ଗଣପତି ପୁରୋହିତଙ୍କ ପତ୍ନୀ ଶିକ୍ଷୟିତ୍ରୀ ଥିବା ବେଳେ ତାଙ୍କ ସ୍କୁଲ୍‌ରେ ମଧ୍ୟ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ବଲାଙ୍ଗିର, ସୋନପୁର, ବରଗଡ଼ ଓ ସମ୍ୱଲପୁରର ଭିଜିଲାନ୍ସ ଟିମ୍‌ ସାମିଲ ହୋଇଛନ୍ତି। ଗଣପତି ପୁରୋହିତଙ୍କ ବ୍ୟାଙ୍କ ଆକାଉଣ୍ଟ ସହିତ ସ୍ଥାବର ଅସ୍ଥାବର ସଂପତ୍ତିକୁ ଆକଳନ କରୁଛନ୍ତି ଭିଜିଲାନ୍ସ ଅଧିକାରୀ। ଚଢ଼ାଉ ଶେଷ ହେବା ପରେ ସବିଶେଷ ତଥ୍ୟ ଜଣାପଡ଼ିବ ବୋଲି ବଲାଙ୍ଗିର ଭିଜିଲାନ୍ସ ଡିଏସ୍‌ପି ସଦାନନ୍ଦ ପାଣି କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!