ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜସିଟ୍ ଦାଖଲ। ୩ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଚାର୍ଜସିଟ୍ ଦାଖଲ କରିଛି ଭିଜିଲାନ୍ସ। ଚାର୍ଜସିଟରେ ୯ କୋଟି ୧୮ ଲକ୍ଷ ଟଙ୍କାର ଆୟ ବହିର୍ଭୂତ ସଂପତ୍ତି ରହିଛି। ଲୋକାୟୁକ୍ତଙ୍କ ଅନୁମତି ପରେ ଚାର୍ଜସିଟ୍ ଦାଖଲ କରିଛି ଭିଜିଲାନ୍ସ।





