Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ମହିଳା ଯନ୍ତ୍ରୀ, ଗ୍ରାମସାଥିଙ୍କ ଠାରୁ ନେଉଥିଲେ ୧୦ ହଜାର

by ସଞ୍ଜୟ ସ୍ୱାଇଁ
June 21, 2023
in Crime, State
ଭିଜିଲାନ୍ସ ଜାଲରେ ମହିଳା ଯନ୍ତ୍ରୀ, ଗ୍ରାମସାଥିଙ୍କ ଠାରୁ ନେଉଥିଲେ ୧୦ ହଜାର
169
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ଅଧିକାରୀ। ତେବେ ଏଥର ଭିଜିଲାନ୍ସ ଜାଲରେ ଫସିଛନ୍ତି ଜଣେ ମ୍ୟାଡାମ । ମାନେଶ୍ୱର ବ୍ଳକରେ କନିଷ୍ଠ ଯନ୍ତ୍ରୀ ଭାବରେ କାର‌୍ୟ୍ୟ କରୁଥିବା ପ୍ରଣତି ସାହୁଙ୍କୁ ଭିଜିଲାନ୍ସ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଧରିଛି। ମାନେଶ୍ୱର ବ୍ଲକର ବଦୁଆପାଲି ଠାରେ ଏକ ରାସ୍ତା କାମକୁ ନେଇ କନିଷ୍ଠ ଯନ୍ତ୍ରୀ ଜଣକ ବଦୁଆପାଲିର ଗ୍ରାମସାଥି ଦୟାନିଧି ଭୋଇଙ୍କ ଠାରୁ ୧୦ ହଜାର ଟଙ୍କା ଦାବି କରିଥିଲେ। ତେଣେ ଲାଞ୍ଚ ବାବଦକୁ ଆଜି ୧୦ ହଜାର ଟଙ୍କା ବଦୁଆପାଲି ଠାରେ ବଦୁଆପାଲି ଗ୍ରାମପଞ୍ଚାୟତର ଗ୍ରାମସାଥିଙ୍କ ଠାରୁ ନେଉଥିବା ସମୟରେ ଭିଜିଲାନ୍ସ କନିଷ୍ଠଯନ୍ତ୍ରୀଙ୍କୁ ଧରିଥିଲା। ଏହାସହ ସମ୍ବଲପୁର ଭିଜିଲାନ୍ସ ଏନେଇ ଅଧିକ ତଦନ୍ତ ଜାରିରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!