Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ବାହାଡ଼ଝୋଲା ମହାବିଦ୍ୟାଳୟ ଅଧ୍ୟକ୍ଷ

by ସଞ୍ଜୟ ସ୍ୱାଇଁ
November 26, 2024
in Crime, Nayagarh, State
ଭିଜିଲାନ୍ସ ଜାଲରେ ବଡମ୍ବା ବ୍ଲକ ନିର୍ବାହୀ ଯନ୍ତ୍ରୀ
1.1k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ବାହାଡ଼ଝୋଲା +୩ ମହାବିଦ୍ୟାଳୟ ଅଧ୍ୟକ୍ଷ ନଳୀନ ରଞ୍ଜନ ଭୁୟାଁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ଉକ୍ତ ମହାବିଦ୍ୟାଳୟ କିରାଣୀଙ୍କ ଦରମା କରିବା ପାଇଁ ଅଧ୍ୟକ୍ଷ ୧ ଲକ୍ଷ ଟଙ୍କା ଦାବି କରିଥିଲେ । ଯାହାକୁ ନେଇ କିରାଣୀ ଭିଜିଲାନ୍ସ ସହ ଯୋଗାଯୋଗ କରିଥିଲେ । ଆଜି ଅଧ୍ୟକ୍ଷ ତାଙ୍କ ଘରେ ଟଙ୍କା ନେଉଥିବା ସମୟରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଭିଜିଲାନ୍ସ ଟିମ୍ ଝାମ୍ପ ମାରିଥିଲା । ଭିଜିଲାନ୍ସ ତାଙ୍କ ବାହାଡ଼ଝୋଲା ଘର ଓ ମହାବିଦ୍ୟାଲୟରେ ଚଢ଼ାଉ କରିଥିବା ସୂଚନା ମିଳିଛି । ଖବର ଲେଖା ହେବା ପର୍ଯ୍ୟନ୍ତ ଚଢ଼ାଉ ଚାଲିଥିବା ବେଳେ ଅଧ୍ୟକ୍ଷଙ୍କୁ ଭିଜିଲାନ୍ସ ହେପାଜତକୁ ନେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!