Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଆରଆଇ

by ସଞ୍ଜୟ ସ୍ୱାଇଁ
June 25, 2024
in Crime, State
ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଆରଆଇ
141
VIEWS
Share on FacebookShare on Twitter

ଭଞ୍ଜନଗର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ବେଲଗୁଣ୍ଠା ତହସିଲ ଅନ୍ତର୍ଗତ ଗାଙ୍ଗପୁର ଅଞ୍ଚଳରେ କାର୍ଯ୍ୟରତ ରାଜସ୍ବ ନିରୀକ୍ଷକ ପ୍ରଦୀପ କୁମାର ଗୌଡ଼ । ଲାଞ୍ଚ ନେବା ମାମଲାରେ ଆରଆଇ ପ୍ରଦୀପ କୁମାର ଗୌଡ଼ଙ୍କୁ ଭିଜିଲାନ୍ସ ଧରିଛି। ମିଳିଥିବା ସୂଚନା ମୁତାବକ ଗାଙ୍ଗପୁର ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଜମି ବିକ୍ରି ପାଇଁ ଆବଶ୍ୟକୀୟ ଦସ୍ତାବିଜ କରାଇଦେବା ନେଇ ଆରଆଇ ପ୍ରଦୀପ କୁମାର ଗୌଡ଼ ୭ ହଜାର ଲାଞ୍ଚ ମାଗିଥିଲେ। ଏନେଇ ଉକ୍ତ ବ୍ୟକ୍ତି ଜଣଙ୍କ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ତେବେ ଆଜି ଆରଆଇ ପ୍ରଦୀପ କୁମାର ଗୌଡ଼ ଲାଞ୍ଚ ନେବା ସୟମରେ ତାଙ୍କୁ ଧରିଛି ଭିଜିଲାନ୍ସ। ଏଥି ସହିତ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଆରଆଇ ପ୍ରଦୀପ କୁମାର ଗୌଡ଼ଙ୍କର ଦୁଇଟି ସ୍ଥାନରେ ମଧ୍ୟ ଭିଜିଲାନ୍ସ ଟିମ୍‌ ଚଢଉ କରିଛି। ଏହି ସଂପର୍କରେ ବରହମପୁର ଭିଜିଲାନ୍ସ ଥାନାରେ କେସ୍ No. 9 dt. 24.06.2024 U/s 7 P.C (ସଂଶୋଧନ) ଅଧିନିୟମ, ୨୦୧୮ ପଞ୍ଜିକୃତ ହୋଇଛି । ଅଭିଯୁକ୍ତ ଆରଆଇ ପ୍ରଦୀପ କୁମାର ଗୌଡ଼ଙ୍କ ବିରୋଧରେ ତଦନ୍ତ ଚାଲିଛି। ବିସ୍ତୃତ ରିପୋର୍ଟକୁ ଅପେକ୍ଷା କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!