Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅର୍ଥ ଅନିୟମିତତା ମାମଲା, ପୂର୍ବତନ ପ୍ୟାକ୍ସ ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

by ସଞ୍ଜୟ ସ୍ୱାଇଁ
March 17, 2025
in Crime, State
ଅର୍ଥ ଅନିୟମିତତା ମାମଲା, ପୂର୍ବତନ ପ୍ୟାକ୍ସ ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ
17
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ବରଗଡ଼ ଜିଲା ଲଖନପୁର ପ୍ରାଥମିକ କୃଷି ସମବାୟ ସମିତିର ପୂର୍ବତନ ସମ୍ପାଦକ ଧୃବଚରଣ ସାହୁଙ୍କୁ ସୋମବାର ଭିଜିଲାନ୍ସ ଗିରଫ କରିଛି। ତାଙ୍କ ବିରୋଧରେ ୩୧ଲକ୍ଷ ୪୭ହଜାର ୬୮୫ ଟଙ୍କା ଅନିୟମିତତା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଏହାର ତଦନ୍ତ କରି ତାଙ୍କୁ ଗିରଫ କରିଛି। ଘଟଣାଟି ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!