Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩୦ ହଜାର ଲାଞ୍ଚ ନେଉଥିଲେ ଆରଆଇ, ଧରିଲା ଭିଜିଲାନ୍ସ

by ସଞ୍ଜୟ ସ୍ୱାଇଁ
September 17, 2024
in Crime, State
୩୦ ହଜାର ଲାଞ୍ଚ ନେଉଥିଲେ ଆରଆଇ, ଧରିଲା ଭିଜିଲାନ୍ସ
182
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ଆର୍‌ଆଇ ଓ ପିଅନ। ସେମାନଙ୍କ ନାଁ ଯଥାକ୍ରମେ ବରୁଣ ଜେନା ଓ ବଳରାମ ସାହୁ। ଢେଙ୍କାନାଳ ସଦର ଆରଆଇ ଅଫିସରେ ସେମାନେ ନିଯୁକ୍ତ ହୋଇଛନ୍ତି। ଜମିର କିସମ ପରିବର୍ତ୍ତନ ପାଇଁ ଜଣେ ବ୍ୟକ୍ତିଙ୍କୁ ଲାଞ୍ଚ ମାଗିଥିଲେ ଆରଆଇ ବରୁଣ ଜେନା। ଏନେଇ ଉକ୍ତ ବ୍ୟକ୍ତି ଜଣଙ୍କ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଯୋଜନା ପ୍ରକାରେ ଅଭିଯୋଗକାରୀ ଆଜି ପିଅନ ବଳରାମ ସାହୁଙ୍କ ମାଧ୍ୟମରେ ଆରଆଇ ବରୁଣ ଜେନାଙ୍କୁ ୩୦ହଜାର ଟଙ୍କାର ଲାଞ୍ଚ ଅର୍ଥ ଦେଇଥିଲେ। ସେମାନେ ଏହି ଟଙ୍କା ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ସେମାନଙ୍କୁ ଧରିଥିଲା। ଭିଜିଲାନ୍ସ ପକ୍ଷରୁ ଏହି ଘଟଣାର ଅଧିକ ତଦନ୍ତ କରାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!