Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଆରଆଇ

by ସଞ୍ଜୟ ସ୍ୱାଇଁ
December 31, 2019
in Crime
ଭିଜିଲାନ୍ସ ଜାଲରେ ଆରଆଇ
24
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗଣିଆ ତହସିଲର ଆଡକଡ଼ା ଆରଆଇ ନମିତା ପ୍ରଧାନ ଭିଜିଲାନ୍ସ ଜାଲରେ ଫସିଛନ୍ତି । ଗଣିଆ ଥାନା ଅନ୍ତର୍ଗତ ଧୁଆମଡ଼ା ଗ୍ରାମର ଗୋକୁଳିଚନ୍ଦ୍ର ସାହୁଙ୍କର ଜମି ବିକ୍ରି ପାଇଁ ଅନୁମତି ପ୍ରଦାନ ନିମନ୍ତେ ସେ ଆବେଦନ କରିଥିଲେ । ଅନୁମତି ପ୍ରଦାନ ନିମନ୍ତେ ସମ୍ପୃକ୍ତ ଆର୍ଆଇ ୧୦ହଜାର ଟଙ୍କା ଦାବି କରିଥିଲେ । ଭିଜିଲାନ୍ସର ସୂଚନା ମୁତାବକ ଆଜି ସେ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଫସିଛନ୍ତି ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!