Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଣି ଉପନିର୍ଦ୍ଦେଶକଙ୍କ ଘରେ ପଶିଲା ଭିଜିଲାନ୍ସ

by ସଞ୍ଜୟ ସ୍ୱାଇଁ
September 2, 2024
in Crime, State
ଖଣି ଉପନିର୍ଦ୍ଦେଶକଙ୍କ ଘରେ ପଶିଲା ଭିଜିଲାନ୍ସ
79
VIEWS
Share on FacebookShare on Twitter

ତାଳଚେର, (ବାଘୁଆବାର୍ତ୍ତା): ତାଳଚେର ଖଣି ଉପ ନିର୍ଦ୍ଦେଶକଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଧରଣୀଧରଙ୍କ ତାଳଚେର ବାସଭବନ, ତେଲକୋଇ ଥାନା ଛାମୁଣ୍ଡା ଗାଁରେ ଥିବା ପୈତୃକ ଘର, କେନ୍ଦୁଝର ପଣ୍ଡାପଡ଼ାରେ ଥିବା ଶ୍ୱଶୁର ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ଖଣି ଉପନିର୍ଦ୍ଦେଶକ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଥିଲା। ଧରଣୀଧର ବାଲିଆ ମାଫିଆ ଓ ପଥର ମାଫିଆଙ୍କୁ ଅନୁକମ୍ପା ଦେଖାଇ ତାଙ୍କ ନିକଟରୁ ଟଙ୍କା ନେଉଥିବା ତାଙ୍କ ନାଁରେ ଅଭିଯୋଗ ହୋଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!