Thursday, June 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ତହସିଲଦାର

by ସଞ୍ଜୟ ସ୍ୱାଇଁ
April 6, 2021
in Breaking, State
ଭିଜିଲାନ୍ସ ଜାଲରେ ବ୍ଲକ ଶିକ୍ଷା ଅଧିକାରୀ
684
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ଧରା ପଡିଲେ ତହସିଲଦାର । ବାରଙ୍ଗ ତହସିଲଦାର ବିଚିତ୍ରାନନ୍ଦ ନାୟକ ନିଜ ଘରକୁ ଫେରୁଥିବା ବେଳେ ତାଙ୍କୁ ଅଟକାଇଥିଲା ଭିଜିଲାନ୍ସ ଟିମ୍ । ଭିଜିଲାନ୍ସ ଟିମ୍ ଗାଡ଼ି ଓ ତହସିଦାରଙ୍କ ତନଖି କରିବା ପରେ ତହସିଲଦାରଙ୍କ ଠାରୁ ୧ଲକ୍ଷ ୭ହଜାର ଟଙ୍କା ବାହାରି ଥିଲା । ଏହି ଟଙ୍କା କେଉଁଠାରୁ ଆସିଥିବାର ଭିଜିଲାନ୍ସଙ୍କୁ ସନ୍ତୋଷ ଜନକ ଉତ୍ତର ଦେଇନଥିବା ଜଣାପଡିଛି । ତହସିଲଦାରଙ୍କ ଠାରୁ ସନ୍ତୋଷ ଜନକ ଉତ୍ତର ନପାଇ କଟକ ଡିଭିଜନ ଭିଜିଲାନ୍ସ ଅଧିକାରିମାନେ ତାଙ୍କୁ ଭିଜିଲାନ୍ସ କାର୍ଯ୍ୟାଳୟକୁ ଆଣିଥିବା ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!