Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ପଞ୍ଝାରେ ARI

by ସଞ୍ଜୟ ସ୍ୱାଇଁ
December 26, 2024
in Crime, State
ଭିଜିଲାନ୍ସ ପଞ୍ଝାରେ ARI
128
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲ ARI । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ARI ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ । କୋରାପୁଟ ଓ ଜୟପୁର ସମେତ ୮ଟି ସ୍ଥାନରେ ହୋଇଛି ଏକକାଳୀନ ଚଢାଉ। ବୋରିଗୁମ୍ମାସ୍ଥିତ ଦୁଇ ମହଲା କୋଠା, ସମ୍ପର୍କୀୟଙ୍କ ଘର ସହ ଝିଅ ରହୁଥିବା ଭଡା ଘରେ ଚାଲିଛି ରେଡ୍। ଏହାସହ ରନସପୁରରେ ପୈତୃକ ଘର, ବୋରିଗୁମ୍ମା ମାର୍କେଟ କମ୍ପ୍ଲେକ୍ସ ସହ କୁମୁଲିର ଅଫିସରେ ମଧ୍ୟ ଚଢଉ ଚାଲିଛି। ରେଡରେ ୩ଜଣ ଡିଏସପି, ୭ଜଣ ଇନସ୍ପେକ୍ଟର୍, ୫ଜଣ ଏଏସଆଇ ସାମିଲ୍ ହୋଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!