Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜେଇଙ୍କ ବାସଭବନରେ ଭିଜିଲାନ୍ସ ରେଡ

by ସଞ୍ଜୟ ସ୍ୱାଇଁ
March 22, 2025
in Crime, State
ଜେଇଙ୍କ ବାସଭବନରେ ଭିଜିଲାନ୍ସ ରେଡ
69
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଯାଜପୁର ଜିଲ୍ଲା ଜାରକା ଆରଡି ଡିଭିଜନ ଜେଇ ଭୀମସେନ ମହାରଣାଙ୍କ ବାଲିଅନ୍ତା ସ୍ଥିତ ବାସଭବନରେ ରେଡ । ବାଲିଅନ୍ତା ଥାନା ବ୍ରାହ୍ମଣ ଷଡଙ୍ଗୀ ସ୍ଥିତ ତାଙ୍କ ବାସଭବନରେ ଆଜି ଭିଜିଲାନ୍ସର ୧୨ ଜଣିଆ ଟିମ୍ ଚଢାଉ କରୁଛି । ଘରେ ଥିବା ସମସ୍ତ କାଗଜପତ୍ର ଯାଞ୍ଚ କରୁଛି ଭିଜିଲାନ୍ସ ଚିମ୍ । ଜେଇ ଘରେ ଏକ ଫର୍ଣ୍ଣିଚର ଦୋକାନ ରହିଛି। ଏଥିପାଇଁ ବାଲିପାଟଣା ରେଞ୍ଜ ଅଫିସରଙ୍କୁ ମଧ୍ୟ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ଜଣେ କଣ୍ଟ୍ରାକଟରଙ୍କଠାରୁ ଲାଞ୍ଚ ନେଇଥିବାର ସୂଚନା ପାଇବା ପରେ ତାଙ୍କୁ ଧରିଛି ଭିଜିଲାନସ। କଟକ ଟାଙ୍ଗୀ ଟୋଲ୍ ଗେଟ୍ ନିକଟରେ ଭିଜିଲାନସର ଏକ ଟିମ୍ ଭୀମସେନ ମହାରଣାକୁ ଅଟକାଇଥିଲା। ସେ ନିଜ ଗାଁକୁ ଯାଉଥିବା ବେଳେ ଧରାପଡ଼ିଛନ୍ତି । ତାଙ୍କ ଗାଡ଼ିରୁ ୨ ଲକ୍ଷରୁ ଅଧିକ ଟଙ୍କା ଜବତ ହୋଇଛି। ଏହି ଟଙ୍କାର ସୂତ୍ର ସେ କହିପାରିନଥିଲେ। ତାଙ୍କ ହୁଣ୍ଡାଇ କାର୍ କୁ ବି ଜବତ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!