Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଢେଙ୍କାନାଳ ସଦର ରେଞ୍ଜର

by ସଞ୍ଜୟ ସ୍ୱାଇଁ
August 22, 2024
in Crime, State
ଭିଜିଲାନ୍ସ ଜାଲରେ ଢେଙ୍କାନାଳ ସଦର ରେଞ୍ଜର
58
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଢେଙ୍କାନାଳ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି। ୮ଟି ଜାଗାରେ ଏକକଳିନ ଚଢ଼ାଉ କରାଯାଇଛି। କଟକର ସ୍ଵତନ୍ତ୍ର ଟିମ୍ ଏହି ରେଡ କରୁଛି। ଢେଙ୍କାନାଳରେ ଥିବା ତାଙ୍କ ଘରେ ଓ ତାଙ୍କ ଭାଇଙ୍କ ଘରେ ଚାଲିଚି ରେଡ। ଢ଼େଙ୍କାନାଳ ସଦର ରେଞ୍ଜର ଭୁବନାନନ୍ଦ ମିଶ୍ରଙ୍କ ଷ୍ଟେସନ ବଜାର ବାସଭବନ, ସରକାରି କ୍ୱାର୍ଟର ଓ କାର୍ୟ୍ୟଳୟରେ ଭିଜିଲାନ୍ସ ଚଢ଼ାଉ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ରେ ଚଢ଼ାଉ ଜାରି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!