Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଆରଆଇ

by ସଞ୍ଜୟ ସ୍ୱାଇଁ
November 14, 2024
in Crime, State
ଭିଜିଲାନ୍ସ ଜାଲରେ ଆରଆଇ
36
VIEWS
Share on FacebookShare on Twitter

ମୟୂରଭଞ୍ଜ, (ବାଘୁଆବାର୍ତ୍ତା): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭଦ୍ରକ ଜିଲ୍ଲା ଗଦି ରାଜସ୍ୱ ନିରୀକ୍ଷକ ବା ଆରଆଇ ଭାଗବତ ଖଟୁଆ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରିଛନ୍ତି ଭିଜିଲାନ୍ସ ଅଧିକାରୀ। ବିଜୟ ମଲ୍ଲିକ ନାମକ ଜଣେ ବ୍ୟକ୍ତି ନିଜ ଜମିର କିସମ ପରିବର୍ତ୍ତନ କରିବାକୁ ଚାହୁଁଥିଲେ। ଏନେଇ ସେ ଆରଆଇ ଭାଗବତ ଖଟୁଆଙ୍କୁ ଭେଟିଥିଲେ। ଜମିର କିସମ ପରିବର୍ତ୍ତନ କରି ଦେବା ପାଇଁ ଆରଆଇ ଶ୍ରୀ ଖଟୁଆ ରାଜି ହୋଇଥିଲେ। ହେଲେ ଏଥିପାଇଁ ସେ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ବିଜୟ ମଲ୍ଲିକ ଲାଞ୍ଚ ନଦେଇ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇବା ପରେ ଭିଜିଲାନ୍ସ ପକ୍ଷରୁ କରାଯାଇଥିବା ଯୋଜନା ପ୍ରକାରେ ଆଜି ବିଜୟ ମଲ୍ଲିକ ଆରଆଇ ଭାଗବତ ଖଟୁଆଙ୍କୁ ୫ ହଜାର ଟଙ୍କା ଦେଇଥିଲେ। ଶ୍ରୀ ଖଟୁଆ ଲାଞ୍ଚ ଅର୍ଥ ଗ୍ରହଣ କରିବା ପରେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ଲାଞ୍ଚ ନେଇ ଧରାପଡ଼ିବା ପରେ ଆରଆଇ ଶ୍ରୀ ଖଟୁଆଙ୍କୁ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ସେ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ଏହି ଘଟଣାରେ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇଥିବା ବେଳେ ତଦନ୍ତ ଜାରି ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!