Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ଆରଆଇ

by ସଞ୍ଜୟ ସ୍ୱାଇଁ
March 7, 2024
in Crime, State
ଭିଜିଲାନ୍ସ ଜାଲରେ ଆରଆଇ
73
VIEWS
Share on FacebookShare on Twitter

ଭଞ୍ଜନଗର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ଗଞ୍ଜାମ ଜଗନ୍ନାଥପ୍ରସାଦ ଆରଆଇ । ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପ୍ରମୋଦ କୁମାର ବେହେରାଙ୍କୁ ଧରିଛି ଭିଜିଲାନ୍ସ ଟିମ । ସେ ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ତହସିଲରେ ଭାବେ କାର୍ଯ୍ୟରତ ଥିଲେ । ଲାଞ୍ଚ କାରବାରରେ ଆରଆଇଙ୍କୁ ସହଯୋଗ କରୁଥିଲେ ସ୍ଥାନୀୟ ବ୍ୟକ୍ତି ବିଦ୍ୟାଧର ପ୍ରଧାନ । ଜଣେ ବ୍ୟକ୍ତି ଜମି ଡିମାରକେସନ ପାଇଁ ବିଦ୍ୟାଧରଙ୍କୁ ୫୦୦୦ ଟଙ୍କା ଲାଞ୍ଚ ଦେଇଥିଲେ । ବିଦ୍ୟାଧର ସେହି ଟଙ୍କାକୁ ନେଇ ଆରଆଇଙ୍କୁ ଦେଇଥିଲେ । ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ ଟିମ ଆରଆଇଙ୍କ ସହ ବିଦ୍ୟାଧରଙ୍କୁ କାବୁ କରିଥିଲା। ରଙ୍ଗବୋଳା ୫୦୦୦ ଟଙ୍କାକୁ ଜବତ କରିବା ସହ ପ୍ରମୋଦ ଓ ବିଦ୍ୟାଧରଙ୍କୁ ଅଧିକ ପଚରାଉଚରା କରିବା ପାଇଁ ବ୍ରହ୍ମପୁର କାର୍ଯ୍ୟାଳୟକୁ ନେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!