Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ହାବୁଡରେ ଜୟପୁର ଟାଉନ ଥାନା ASI

by ସଞ୍ଜୟ ସ୍ୱାଇଁ
January 8, 2024
in Crime, State
ଭିଜିଲାନ୍ସ ହାବୁଡରେ ଜୟପୁର ଟାଉନ ଥାନା ASI
51
VIEWS
Share on FacebookShare on Twitter

ଜୟପୁର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ଜୟପୁର ଟାଉନ ଥାନା ASI ଅନୀଲ କୁମାର ନାୟକ । ଚୋରା ଗାଡି ଉଦ୍ଧାର ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଫିଲ୍ମ ଷ୍ଟାଇଲରେ ଗୋଡାଇ ଗୋଡାଇ ଧରିଲା ପୋଲିସ । ସରକାରୀ ବାସଭବନରେ ଭିଜିଲାନ୍ସର ଚଢାଉ ଜାରି ରହିଛି । ଜଣେ କମ୍ବଳ ବ୍ୟବସାୟୀଙ୍କ ମାଧ୍ୟମରେ ଲାଞ୍ଚ ଟଙ୍କା ନେଉଥିବାରୁ ସଂପୃକ୍ତ ବ୍ୟବସାୟୀଙ୍କୁ ବି ଅଟକ ରଖି ପଚରାଉଚରା କରୁଛି ଜୟପୁର ଭିଜିଲାନ୍ସ ଟିମ୍ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!