Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଡିକଲ ଡିଏମଙ୍କ ୭ଟି ଘରେ ଭିଜିଲାନ୍ସ ରେଡ, ନୟାଗଡ଼ ଓଡ଼ଗାଁରେ ଥିବା ପୌତୃକ ଘରେ ଚଢ଼ଉ

by ସଞ୍ଜୟ ସ୍ୱାଇଁ
December 20, 2022
in Crime, Nayagarh, State
ଇଡିକଲ ଡିଏମଙ୍କ ୭ଟି ଘରେ ଭିଜିଲାନ୍ସ ରେଡ, ନୟାଗଡ଼ ଓଡ଼ଗାଁରେ ଥିବା ପୌତୃକ ଘରେ ଚଢ଼ଉ
640
VIEWS
Share on FacebookShare on Twitter

 ନୟାଗଡ଼, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ଇଡକଲ ଆମ୍ପା ଭାଲି ଲାଇମ ଷ୍ଟୋନ୍ ମାଇନ୍ସର ଡେପୁଟି ମ୍ୟାନେଜର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୟା ସାଆନ୍ତରାଙ୍କ ଘର ଓ ଅଫିସ ସମେତ ୭ଟି ସ୍ଥାନରେ ଚାଲିଛି ରେଡ୍ । ଭୁବନେଶ୍ବରର ୩ଟି , କୋରାପୁଟର ୨ଟି, ନୟାଗଡ଼ ଓ ରାୟଗଡ଼ାରେ ଚାଲିଛି ଭିଜିଲାନ୍ସ ଛାପା । ମଞ୍ଚେଶ୍ବର ସେକ୍ଟର-ଇ , ଜୋନ୍ ଊରେ ଥିବା ୩ ମହଲା ବିଲଡ଼ିଂର ପ୍ଲଟ୍ ନମ୍ବର ୬୩, ସମାନ ଅଞ୍ଚଳରେ ଥିବା ଗ୍ଲୋବାଲ ଇଞ୍ଜିନିୟର୍ସର ବ୍ୟସାୟୀକ ଅଞ୍ଚଳ, ଜୟଦେବ ବିହାରରେ ନିର୍ମାଣାଧିକ ୪ମହଲା କୋଠାରେ ଚାଲିଛି ରେଡ୍ । ସେହିପରି କୋରାପୁଟ ସୁଙ୍କି ଗେଟ୍ ନିକଟରେ ଥିବା ଭଡ଼ା ଘର, ସିମାଗୋଡ଼ା ଆମ୍ପା ଭାଲିରେ ଥିବା ଅଫିସ ଚାମ୍ବରରେ ଚାଲିଛି ରେଡ୍ । ନୟାଗଡ଼ ଓଡ଼ଗାଁରେ ଥିବା ପୈତୃକ ଘର ଓ ରାୟଗଡ଼ା ମୁନିଗୁଡ଼ାରେ ଥିବା ଶ୍ବଶୁର ଘରେ ମଧ୍ୟ ଚାଲିଛି ଭିଜିଲାନ୍ସ ଛାପା । ରେଡ୍‌ରେ ୭ଡିଏସପି, ୪ ଇନସ୍ପେକ୍ଟର, ଜଣେ ସବ ଇନସ୍ପେକ୍ଟରଓ ୭ ଏଏସଆଇ ସାମିଲ ଅଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!