Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରକାରୀ ଓକିଲଙ୍କୁ ଧରିଲା ଭିଜିଲାନ୍ସ

by ସଞ୍ଜୟ ସ୍ୱାଇଁ
July 3, 2021
in Crime, State
ସରକାରୀ ଓକିଲଙ୍କୁ ଧରିଲା ଭିଜିଲାନ୍ସ
19
VIEWS
Share on FacebookShare on Twitter

ଭବାନୀପାଟଣା, (ବାଘୁଆବାର୍ତ୍ତା): ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ଭିଜିଲାନ୍ସର ସ୍ୱତନ୍ତ୍ର ସରକାରୀ ଓକିଲ । ପୁରୁଣା ମାମଲା ରଫାଦଫା ପାଇଁ ଲାଞ୍ଚ ନେଉଥିଲେ । ଭବାନୀପାଟଣା ଭିଜିଲାନ୍ସର ସ୍ୱତନ୍ତ୍ର ସରକାରୀ ଓକିଲ ଆଶୁତୋଷ ମିଶ୍ରଙ୍କୁ ଧରିଛି କଟକର ସ୍ୱତନ୍ତ୍ର ଭିଜିଲାନ୍ସ ଟିମ୍ । ଅଭିଯୋଗ ଅନୁସାରେ, ମହୁଲପାଟଣା ଫାଣ୍ଡିର ପୂର୍ବତନ ଏଏସଆଇ ମଳୟ ରଣାଙ୍କ ଭିଜିଲାନ୍ସ କେସ୍ ରଫାଦଫା ପାଇଁ ଏହି ଡିଲ୍ ହୋଇଥିଲା । ଆଶୁତୋଷ ମିଶ୍ର ୩ ଲକ୍ଷ ଟଙ୍କା ଦାବି କରିଥିଲେ । ଆଜି ତାଙ୍କ ଟିଭି ସେଣ୍ଟର ପଡ଼ା ବାସଭବନରେ ଲକ୍ଷେ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଥିଲା । ଅଧିକ ଖୋଳତାଡ ଜାରି ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!