Tuesday, August 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିଆରଏସଙ୍କ ଘରେ ଭିଜିଲାନ୍ସ ଚଢାଉ

by ସଞ୍ଜୟ ସ୍ୱାଇଁ
March 23, 2021
in Feature News
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିଆରଏସଙ୍କ ଘରେ ଭିଜିଲାନ୍ସ ଚଢାଉ
342
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା) : କେନ୍ଦୁଝର ଜିଲ୍ଲାର ଘଟଗାଁ ବ୍ଲକ୍ ଅନ୍ତର୍ଗତ ମୁକୁନ୍ଦପୁରପାଟଣା ପଞ୍ଚାୟତର ଜିଆରଏସ ସୌଭାଗ୍ୟଲକ୍ଷ୍ମୀ ତ୍ରିପାଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଥିବାର ଖବର ମିଳିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିଆରଏସ ସୌଭାଗ୍ୟଲକ୍ଷ୍ମୀ ତ୍ରିପାଠୀଙ୍କ ଘର ସମେତ ଏକକାଳୀନ ୪ ଜାଗାରେ ଚଢାଉ ଜାରି ରହିଛି । ତାଙ୍କ ଅଫିସ, ବାସଭବନ, ହୋଟେଲ ଓ ଜଣେ ସମ୍ପର୍କୀୟ ଭାଇଙ୍କ ଘରେ ଏକକାଳୀନ ଚଢାଉ ଚାଲିଛି। ସୂଚନାଯୋଗ୍ୟ, ଏକଦା ଏହି ପଞ୍ଚାୟତଟି ରୋଜଗାର କ୍ଷେତ୍ରରେ ସର୍ବଭାରତୀୟ କ୍ଷେତ୍ରରେ ପୁରସ୍କୃତ ହୋଇଥିଲା।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!