ନୟାଗଡ଼,(ବାଘୁଆବାର୍ତ୍ତା): ବାଲିଅନ୍ତା ଥାନା ପାହାଳ ଫାଣ୍ଡି ଏଏସଆଇ ପି.କେ ପ୍ରଧାନ ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ଏକ ମାମଲାରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ତାଙ୍କୁ କାବୁ କରିଛନ୍ତି । ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଗିରଫ କରାଯାଇଥିବା ଜଣାଯାଇଛି ।