Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ରାଉରକେଲା TDCCର ଜିଲ୍ଲା ପରିଚାଳକ ଜୟପ୍ରକାଶ ମହାନ୍ତି

by ସଞ୍ଜୟ ସ୍ୱାଇଁ
June 2, 2021
in Feature News
ଭିଜିଲାନ୍ସ ଜାଲରେ ରାଉରକେଲା TDCCର ଜିଲ୍ଲା ପରିଚାଳକ ଜୟପ୍ରକାଶ ମହାନ୍ତି
158
VIEWS
Share on FacebookShare on Twitter

ରାଉରକେଲା ,(ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ରାଉରକେଲା TDCCର ଜିଲ୍ଲା ପରିଚାଳକ ଜୟପ୍ରକାଶ ମହାନ୍ତି । ଜୟପ୍ରକାଶ ନିଜ ସରକାରୀ ଗାଡିରେ ୧୯ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ମସନିକାନୀ ଚେକଗେଟ ନିକଟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଭିଜିଲାନ୍ସ ୧୯ ଲକ୍ଷ ଟଙ୍କା ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । ସୁନ୍ଦରଗଡ ଜିଲ୍ଲା TDCC ଅଫିସ ଓ ଭୁବନେଶ୍ବର ବାସଭବନରେ ମଧ୍ୟ ଯାଞ୍ଚ କରୁଛି ଭିଜିଲାନ୍ସ ବିଭାଗ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିଏସପି ବୀରେନ୍ଦ୍ର କୁମାର ନାୟକ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!