Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ ହଜାର ପଡାକୁ ମିଳିବ ଗାଁର ମାନ୍ୟତା

by ସଞ୍ଜୟ ସ୍ୱାଇଁ
July 28, 2021
in Planning and Development, State
୪ ହଜାର ପଡାକୁ ମିଳିବ ଗାଁର ମାନ୍ୟତା
119
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ରାଜ୍ୟର ପ୍ରାୟ ୪ ହଜାର ପଡାକୁ ମିଳିବ ଗାଁର ମାନ୍ୟତା। ପ୍ରାୟ ୪ ହଜାର ନୂଆ ରାଜସ୍ଵ ଗ୍ରାମ ସୃଷ୍ଟି ପାଇଁ ପଦକ୍ଷେପ ନେବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏ ସଂପର୍କରେ ବୁଧବାର ସବୁ ଜିଲ୍ଲାପାଳମାନଙ୍କୁ ରାଜସ୍ଵ ସଚିବ ଚିଠି ଲେଖିଛନ୍ତି। ପଡାରୁ ଗାଁ ହେବା ପାଇଁ ରାଜ୍ୟ ସରକାର ଗାଇଡ୍‌ଲାଇନ୍‌ ଧାର୍ୟ୍ୟ କରିଛନ୍ତି। ଗାଇଡ୍‌ଲାଇନ୍‌ ଅନୁଯାୟୀ, ମୂଳ ରାଜସ୍ଵ ଗ୍ରାମଠୁ ଅଧ କିମି ଦୂରରେ ଥିବା ପଡା ମଧ୍ୟ ଗାଁ ହେବ। ଅଧ କିମି ଦୂରରେ ଥିବ ଏବଂ ଅତିକମରେ ୨୫୦ ଲୋକ ବାସ କରୁଥିବ ସେହି ପଡାକୁ ଗାଁର ମାନ୍ୟତା ମିଳିବ। ଏଥିସହ ଯଦିଫ ରାଜସ୍ଵ ଗ୍ରାମଠୁ ପଡାର ଦୂରତା ଅଧ କିମିରୁ କମ ଥିବ କିନ୍ତୁ ୩୦୦ ଲୋକ ବସବାସ କରୁଥିବେ ତେବେ ଉକ୍ତ ପଡାକୁ ଗାଁର ମାନ୍ୟତା ମିଳିବ। ସେହି ପରି ୨୫୦ରୁ କମ ଲୋକ ଥିଲେ ବି ପ୍ରାକୃତିକ ବ୍ୟବସ୍ଥାରେ ମୂଳ ଗାଁରୁ ଅଲଗା ଥିବ, ତେବେ ସେହି ପଡାକୁ ଗାଁର ମାନ୍ୟତା ମିଳିବ।

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026
୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

April 19, 2026
ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!